Posted inଖେଳ

ରାଜ୍ୟ ସବ୍‌ଜୁନିୟର ଚେସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍‌ (ବାଳିକା ଓ ଓପନ୍‌) ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଆରମ୍ଭ ହୋଇଛି। ରାଜ୍ୟର ୧୬ ଜିଲାରୁ ମୋଟ ୧୨୩ (୩୫ ବାଳିକା ଓ ୮୮ ବାଳକ) ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଛନ୍ତି। ଓପନ୍‌ ବର୍ଗରେ ଶ୍ରୀହନ ସବତ (୧୫୦୯ ରେଟିଂ) ଏବଂ ବାଳିକାରେ ଅଂଶିକା ପାଣ୍ଡେ (୧୩୨୬) ଟପ୍‌ସିଡ୍‌ର ମାନ୍ୟତା ପାଇଛନ୍ତି।

ଉଭୟ ବିଭାଗରେ ମୋଟ ୬ ରାଉଣ୍ଡ ଲେଖାଏ ଖେଳ ଅନୁଷ୍ଠିତ ହେବ। ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନର କାର୍ଯ୍ୟକାରିଣୀ ସଦସ୍ୟ ସୂର୍ଯ୍ୟକାନ୍ତ ବିଷୋୟୀ ମୁଖ୍ୟ ଅତିଥି, କୋଷାଧ୍ୟକ୍ଷ ଭବେଶ ମହାନ୍ତି, ମାଷ୍ଟର ଚେସ୍‌ ଫାଉଣ୍ଡେଶନ ପ୍ରତିଷ୍ଠାତା ବିକ୍ରମ କେଶରୀ ବିଶ୍ୱାଳ ଏବଂ ଖୋର୍ଦ୍ଧା ଜିଲା ଚେସ୍‌ ଆସୋସିଏଶନ ସମ୍ପାଦକ ଶୁଭାଶିଷ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ଦିବସ ଶେଷରେ ବାଳିକା ବିଭାଗରେ ୩ ଓ ବାଳକରେ ୧୦ ପ୍ରତିଯୋଗୀ ୩ ପଏଣ୍ଟ ଲେଖାଏ ପାଇ ଅଗ୍ରଣୀ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri