ମହିଳା ସ୍ବାବଲମ୍ବୀ ହେଲେ ରାଜ୍ୟର ବିକାଶ ହେବ: ୫ଟି-ସଚିବ

ଖଇରା,୨୨ା୬(ଉତ୍କଳବନ୍ଧୁ ପଣ୍ଡା): ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ପୂର୍ବାହ୍ନରେ ନିର୍ଦ୍ଧାରିତ ସମୟଠାରୁ ୧୦ ମିନିଟ୍‌ ବିଳମ୍ବରେ ବାଲେଶ୍ବର ଜିଲା ଖଇରା ବ୍ଲକର କୁପାରୀ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ,ଏସ୍‌ପି ସାଗରିକା ନାଥ ତଥା ଖଇରା ବ୍ଲକ ପ୍ରଶାସନ ତାଙ୍କୁ କୁପାରୀ ହାଇସ୍କୁଲ ପଡିଆରେ ନିର୍ମିତ ମଞ୍ଚ ନିକଟକୁ ପାଛୋଟି ଆଣିଥିଲେ। ପ୍ରଥମେ ବ୍ୟାରିକେଡ୍‌ ନିକଟରେ ସାଧାରଣ ଲୋକଙ୍କ ସହ କରମର୍ଦ୍ଦନ କରି ସମସ୍ତ ଅଭିଯୋଗ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ସେ ଆସିଥିବା ବେଳେ ୭ଦିନ ମଧ୍ୟରେ ସମସ୍ତ ଅଭିଯୋଗର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।

 

ଯେଉଁମାନେ ମନ୍ଦିର କିମ୍ବା କମ୍ୟୁନିଟି ସେଣ୍ଟର ପାଇଁ ଅର୍ଥଦାବି କରିଛନ୍ତି, ସେମାନଙ୍କୁ ଅର୍ଥ ନିଶ୍ଚିତ ପ୍ରଦାନ କରାଯିବ ା ହେଲେ ଏହା ଆପଣମାନଙ୍କ ପଇସା ହୋଇଥିବାରୁ ଠିକ୍‌ ଢଙ୍ଗରେ ଉକ୍ତ ଅର୍ଥ ଖର୍ଚ୍ଚ କଲେ ମୁଖ୍ୟମନ୍ତ୍ରୀ ଖୁସି ହେବେ ବୋଲି କହିଥିଲେ। ଏଥିସହ ମିଶନ ଶକ୍ତି ମହିଳାଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖି ଗାଁ ମହାଜନଙ୍କ ଶୋଷଣରୁ ରକ୍ଷା ପାଇବା ପାଇଁ ମୁଖ୍ୟମନ୍ତ୍ରୀ ବିନା ସୁଧରେ ୫ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ା ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନାରେ ସ୍ବାସ୍ଥ୍ୟ ସୁରକ୍ଷାକୁ ନିଶ୍ଚିତ କରିବାକୁ ମହିଳାମାନଙ୍କ କ୍ଷେତ୍ରରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା ଅର୍ଥ ପ୍ରଦାନ କରାଯାଉଛି। ଏଣୁ ମହିଳା ସ୍ବାବଲମ୍ବୀ ହୋଇ କିଛି ଅର୍ଥ ରୋଜଗାର କଲେ ରାଜ୍ୟର ବିକାଶ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri