Posted inଖେଳ

କେନ୍ଦ୍ରାପଡ଼ାରେ ରାଜ୍ୟ ମହିଳା ଚେସ୍‌

ଭୁବନେଶ୍ୱର, ୧୦।୫(କ୍ରୀଡ଼ା ପ୍ରତିନିଧି): ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ୍‌ ଓ କେନ୍ଦ୍ରାପଡା ଜିଲା ଚେସ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇଦିନଧରି ରାଜ୍ୟ ମହିଳା ଚେସ୍‌ ପ୍ରତିଯୋଗିତା କେନ୍ଦ୍ରାପଡାରେ ଅନୁଷ୍ଠିତ ହେବ। ଏହା ବ୍ୟତୀତ ସେଠାରେ ଚେସ୍‌ ଖେଳର ପ୍ରଚାର ପ୍ରସାର ଲକ୍ଷ୍ୟରେ ଆସନ୍ତା ୨୫ରୁ ୩୦ ପର୍ଯ୍ୟନ୍ତ ଏକ ଗ୍ରୀଷ୍ମକାଳୀନ ଚେସ୍‌ ଶିବିର ଅନୁଷ୍ଠିତ ହେବାକୁ ଯାଉଛି। ମହିଳା ଚେସ୍‌ ପାଇଁ ପିଙ୍କି ମହାପାତ୍ର ଏବଂ ସମରକ୍ୟାମ୍ପ ପାଇଁ ନାରାୟଣ ଦାସ, ଲଲାଟ କେଶରୀ ସାମଲଙ୍କ ସହ ଯୋଗାଯୋଗ କରାଯାଇ ପାରିବ ବୋଲି ଓଡ଼ିଶା ଚେସ୍‌ ଆସୋସିଏଶନ୍‌ ସମ୍ପାଦକ ଦେବବ୍ରତ ଭଟ୍ଟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri