Posted inଜାତୀୟ

ସଂସଦରେ ଆପତ୍ତିଜନକ ଟିପ୍ପଣୀ ଦେବା ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ବିଧୁରୀ

ନୂଆଦିଲ୍ଲୀ,୨୪।୯: ନୂଆ ସଂସଦର ସ୍ବତନ୍ତ୍ର ଅଧିବେଶନ ସମୟରେ ଭାଜପା ସାଂସଦ ରମେଶ ବିଧୁରୀଙ୍କ ବିଏସପି ସାଂସଦ ଡାନିସ୍‌ ଅଲିଙ୍କ ପ୍ରତି ଦେଇଥିବା ଆପତ୍ତିଜନକ ଟିପ୍ପଣୀକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଅଧିବେଶନ ପରେ ବିଧୁରୀଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ବିଏସପି ସାଂସଦଙ୍କ ବିରୋଧରେ ଦିଆଯାଇଥିବା ଟିପ୍ପଣୀ ସମ୍ପର୍କରେ ତାଙ୍କୁ ଗଣମାଧ୍ୟମରେ ପ୍ରଶ୍ନ କରାଯାଇଥିଲା। ଏନେଇ ସେ କୌଣସି ମନ୍ତବ୍ୟ ରଖିବେ ନାହିଁ ବୋଲି କହିଛନ୍ତି। ଲୋକସଭା ବାଚସ୍ପତି ଓମ ବିର୍ଲା ଏହି ପ୍ରସଙ୍ଗରେ ବିଚାର କରୁଛନ୍ତି। ଏହା ବ୍ୟତୀତ, ମୁଁ ବର୍ତ୍ତମାନ ଏହି ପ୍ରସଙ୍ଗରେ କିଛି କହିବାକୁ ଚାହେଁ ନାହିଁ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ସଂସଦର ସ୍ବତନ୍ତ୍ର ଅଧିବେଶନରେସ୍‌ ଭାଜପା ସାଂସଦ ବିଧୁରୀ ବିଏସପି ସାଂସଦଙ୍କ ବିରୋଧରେ ସାମ୍ପ୍ରଦାୟିକ ଟିପ୍ପଣୀ ଦେଇଥିଲେ। ଏହାପରେ ବିବାଦ ଉପୁଜିଥିଲା। ସବୁ ଦଳ ଏହାକୁ ନିନ୍ଦା କରିଥିଲେ। ଆଲୋଚନା ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଏନେଇ କ୍ଷମା ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?