Posted inUncategorized

ଯୌନହିଂସା ରୋକିବାକୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୨ା୮: ମଣିପୁର ହିଂସା ବେଳେ ମହିଳାମାନଙ୍କ ପ୍ରତି ଯେଭଳି ଅତ୍ୟାଚାର କରାଯାଇଛି, ତାହାକୁ ନେଇ ସୁପ୍ରିମକୋର୍ଟ ବ୍ୟଥିତ ହୋଇଛନ୍ତି। ଅନ୍ୟ ସମ୍ପ୍ରଦାୟକୁ ପଦାନତ କରିବାର ବାର୍ତ୍ତା ଦେବା ପାଇଁ ଉତ୍ତ୍ୟକ୍ତ ଲୋକେ ଯୌନ ହିଂସାକୁ ବ୍ୟବହାର କରିଥିଲେ। ଏହାକୁ ବନ୍ଦ କରିବାକୁ ରାଜ୍ୟ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ମଣିପୁରରେ ମେ’ ୪ରେ ମହିଳାଙ୍କ ପ୍ରତି ହିଂସା କି ପ୍ରକାର ଥିଲା, ତାହା ଉପରେ ତଦନ୍ତ କରିବାକୁ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ କମିଟିକୁ ସୁପ୍ରିମକୋର୍ଟ କହିଛନ୍ତି। ମହିଳାମାନଙ୍କ ପ୍ରତି ଯୌନ ଅପରାଧ ଓ ହିଂସା ଆଦୌ ଗ୍ରହଣୀୟ ନୁହେଁ। ମର୍ଯ୍ୟାଦା, ବ୍ୟକ୍ତି ସ୍ବାଧୀନତାର ସାମ୍ବିଧାନିକ ମୂଲ୍ୟବୋଧର ଏହା ଗମ୍ଭୀର ଉଲ୍ଲଂଘନ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ଜାତିଆଣ ହିଂସାବେଳେ ଉତ୍ତ୍ୟକ୍ତ ଲୋକେ ଯୌନ ହିଂସାକୁ ବ୍ୟବହାର କରି ଗୋଟିଏ ସମ୍ପ୍ରଦାୟକୁ ପଦାନତ କରି ରଖିଥିବାର ବାର୍ତ୍ତା ଦେବାକୁ ଚାହିଁଥିଲେ। ଏହା ଅତ୍ୟାଚାର। ଏଭଳି ଅତ୍ୟାଚାରକୁ ରୋକିବା ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ କର୍ତ୍ତବ୍ୟ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri