ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲା: ଶୁଣାଣି ଶେଷ, ଆଜି ରାୟ ପ୍ରକାଶ ପାଇବ

କଟକ ଅଫିସ,୧୭ା୯: ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇବ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ମାମଲାର ବିବରଣୀରୁ ପ୍ରକାଶ, ଚଳିତବର୍ଷ ୪ ଫୁଟ ଭିତରେ ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ କରିବା ପାଇଁ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ଗତ ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତଥା ପୂଜା କମିଟି ସଭାପତି ସୂର୍ଯ୍ୟକାନ୍ତ ସାଙ୍ଗନାରିଆ ଓ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri