ତେଜିବାରେ ଲାଗିଛି ମୂର୍ତ୍ତି ଉଚ୍ଚତା ବିବାଦ : କଂଗ୍ରେସର ମଉନ ପ୍ରତିବାଦ

କଟକ ଅଫିସ, ୧୫।୯: ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ଦେବୀଙ୍କ ମୃଣ୍ମୟୀ ପ୍ରତିମାର ଉଚ୍ଚତାକୁ ନେଇ ବିବାଦ ତେଜିବାରେ ଲାଗିଛି। ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ନ ହେବା ନେଇ ରାଜ୍ୟ ସରକାର ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ଏହା ପ୍ରତିବାଦରେ ଭାଜପା ଗତ ସୋମବାର କଟକ ବନ୍ଦ ଡାକରା ଦେଇଥିବା ବେଳେ କଂଗ୍ରେସ ପକ୍ଷରୁ ବୁଧବାର ପ୍ରତିବାଦ କରାଯାଇଛି। ମୂର୍ତ୍ତି ଉଚ୍ଚତା ବାଢ଼ାଇବା ଦାବିରେ କଟକ ନଗର କଂଗ୍ରେସ ଓ କଟକର ଏକ ସାମାଜିକ ସଂଗଠନ ପକ୍ଷରୁ ପ୍ରତିବାଦ କରାଯାଇଛି । ପୁରୀଘାଟ ଗାନ୍ଧି ମୂର୍ତ୍ତି ତଳେ ନଗର କଂଗ୍ରେସ ପକ୍ଷରୁ ମଉନ ପ୍ରତିବାଦ ହେଉଛି । ଏଥିରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି । ସେପଟେ ମାଛୁଆ ବଜାରରେ ହିନ୍ଦୁ ଜାଗରଣ ମଞ୍ଚ କର୍ମକର୍ତ୍ତା କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରେ ଖୋଲିବ ସିନିୟର ଡିଭିଜନ ସିଭିଲ କୋର୍ଟ

ହିଞ୍ଜିଳିକାଟୁ,୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ସିନିୟର ଡିଭିଜନ ସିଭିଲ କୋର୍ଟ ଖୋଲିବା ପାଇଁ ରାଜ୍ୟ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ନଂ – ୯୬୫୭...

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି...

ହୋଇନି ୩ ହଜାର ଗାଈ, ମଇଁଷିଙ୍କ ଟ୍ୟାଗିଂ

ବ୍ରହ୍ମପୁର ଅଫିସ,୧୯ା୯-ବ୍ରହ୍ମପୁର ସହରରେ ବୁଲା ଗୋରୁ, ମଇଁଷି ବିଶେଷ ଭାବେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ସେମାନଙ୍କୁ ରାସ୍ତାରୁ ଉଠାଇବା ଦିଗରେ ବ୍ରହ୍ମପୁର ମହାନଗର ନିଗମ...

ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା

ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ...

ମଦ ଜବତ, ୨ ଗିରଫ

ବଇଣ୍ଡା,୩।୧୨(ଡି.ଏନ.ଏ.)-ହଣ୍ଡପା ଓ ବଇଣ୍ଡା ଫାଣ୍ଡି ପୋଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ...

ଅଘୋଷିତ ବିଦ୍ୟୁତ୍‌କାଟରେ ପାଲଲହଡ଼ାବାସୀ ହନ୍ତସନ୍ତ; ଘଣ୍ଟାକୁ କଟୁଛି ୧୦ ଥରରୁ ଅଧିକ

ପାଲଲହଡା,୨୪।୬(ଡି.ଏନ.ଏ) ପାଲଲହଡ଼ା ଉପଖଣ୍ଡ ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତକାଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟାକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ନାହିଁ...

ଚଳନ୍ତା ବସ୍‌କୁ ଅଟକାଇ ଲୁଟ୍‌: କଣ୍ଡକ୍ଟର, ଡ୍ରାଇଭର ସମେତ ଯାତ୍ରୀଙ୍କୁ ଆକ୍ରମଣ

ଡେଲାଙ୍ଗ,୧୮।୯(ଡି.ଏନ.ଏ): ଡେଲାଙ୍ଗ ଥାନା ଅଞ୍ଚଳ ଅରିସଲ ଛକ ଓ ଖେଲାଉର ଛକ ମଧ୍ୟରେ ଥିବା ନିଛାଟିଆ ସ୍ଥାନରେ ଶନିବାର ରାତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ...

ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ...

Advertisement
Archives

Model This Week