Posted inଫୁରସତ

ଇ-ବର୍ଜ୍ୟବସ୍ତୁରେ ଷ୍ଟାଚ୍ୟୁ

ଲକ୍ଷ୍ନୌ: ବର୍ତ୍ତମାନ ସମୟରେ ଆବର୍ଜନାକୁ ବ୍ୟବହାର କରି ବିଭିନ୍ନ କଳାକୃତି ମାନ ତିଆରି କରାଯାଉଛି। ତେବେ ଜୟପୁରର ମୁକେଶ କୁମାର ଜୱାଲା ନାମକ ଯୁବକ ବ୍ୟାଙ୍କରେ ବ୍ୟବହୃତ ଇ-ବର୍ଜ୍ୟବସ୍ତୁ ଜିନିଷକୁ ଏକାଠି କରି ଏକ ଷ୍ଟାଚ୍ୟୁ ତିଆରି କରିଛନ୍ତି। ଏହାର ଉଚ୍ଚତା ୧୦ ଫୁଟ ରହିଛି। ଷ୍ଟାଚ୍ୟୁର ନାମ ହେଉଛି ‘ମାତ୍ରକ’, ଯାହାର ଅର୍ଥ ଜଣେ ମହିଳା ବା ସୃଷ୍ଟିକର୍ତ୍ତା। ଷ୍ଟାଚ୍ୟୁଟିରେ ଜଣେ ମହିଳା ଚକା ପକାଇ ବସିବା ସହ ହାତ ଯୋଡ଼ିଥିବା ନଜରକୁ ଆସିଛି। ତାଙ୍କ ମୁହଁ ଏସ୍‌ବିଆଇର ଲୋଗୋ ସଦୃଶ ହୋଇଛି। ଆର୍ଟିଷ୍ଟ୍‌ ମୁକେଶ ଏହି ଷ୍ଟାଚ୍ୟୁକୁ ତିଆରି କରିବା ପାଇଁ କମ୍ପ୍ୟୁଟରର ବିଭିନ୍ନ ସରଞ୍ଜାମ ଯଥା ୨୫୦ ଡେକ୍ସଟପ୍‌, ୨୦୦ ମଦର ବୋର୍ଡ, ଡେବିଡ୍‌ ଓ କ୍ରେଡିଟ୍‌ କାର୍ଡ, ମାଉସ୍‌, ଡିଭିଡି ରାଇଟର୍‌ ସହ ବ୍ୟାଙ୍କରେ ବ୍ୟବହୃତ ଇ-ବର୍ଜ୍ୟବସ୍ତୁ ବ୍ୟବହାର କରିଛନ୍ତି। ଏହାକୁ ତିଆରି କରିବା ପାଇଁ ତାଙ୍କ ଟିମ୍‌କୁ ଏକ ମାସ ସମୟ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ନାଁରେ ବଡ଼ ଧରଣର ପ୍ରହସନ: କୁମାରକାନୀ-ବାଗଡ଼ିଆଣି ରାସ୍ତାରୁ ପିଚୁ ଉଭାନ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି ): ସରକାରୀ ଅର୍ଥକୁ କିଭଳି ହରିଲୁଟ କରାଯାଏ, ତାହାର ଏକ ନଗ୍ନ ନମୁନା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri