ବିବାଦରେ ଗ୍ରେଟାଙ୍କ ପ୍ରତିମୂର୍ତ୍ତି

ଲଣ୍ଡନ, ୨/୪: ସ୍ବିଡେନ ସାମାଜିକ କର୍ମୀ ତଥା ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କ ପ୍ରତିମୂର୍ତ୍ତି ବ୍ରିଟେନର ଓ୍ବିଞ୍ଚଷ୍ଟର ୟୁନିଭର୍ସିଟି ପରିସରରେ ସ୍ଥାପନ ହେବାକୁ ନେଇ ବିବାଦ ଦେଖାଦେଇଛି। ସ୍ଥିରତା ଏବଂ ପ୍ରତିବଦ୍ଧତାର ପ୍ରତିଫଳନ ଉଦ୍ଦେଶ୍ୟରେ ଗ୍ରେଟାଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଥିବା ୟୁନିଭର୍ସିଟି ପକ୍ଷରୁ କୁହାଯାଇଥିଲେ ହେଁ କର୍ମଚାରୀଙ୍କ ସମେତ ଛାତ୍ରୀଛାତ୍ର ଏହାକୁ ବିରୋଧ କରିଛନ୍ତି। କରୋନା ମହାମାରୀ ସମୟରେ ମୂର୍ତ୍ତିରେ ଲାଗିଥିବା ପ୍ରାୟ ୨୪ ଲକ୍ଷ ଟଙ୍କା ଅନ୍ୟ ଉପାୟରେ ଖର୍ଚ୍ଚ ହୋଇଥିଲେ ଉଚିତ ହୋଇଥାନ୍ତା ବୋଲି ସେମାନେ କହିଛନ୍ତି। କର୍ମଚାରୀ ଓ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ପାଣ୍ଠିରୁ ଏହି ଅର୍ଥ ଖର୍ଚ୍ଚ କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ତେବେ ଷ୍ଟାଫ୍‌ କିମ୍ବା ଛାତ୍ରୀଛାତ୍ରଙ୍କ ପାଣ୍ଠିରୁ ଏଥିପାଇଁ ଟଙ୍କା ଦିଆଯାଇ ନ ଥିବା ୟୁନିଭର୍ସିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେବି ପରାଜୟ ସ୍ୱୀକାର କରିବାକୁ ପ୍ରସ୍ତୁତ ନାହାଁନ୍ତି ଟ୍ରମ୍ପ

ୱାଶିଂଟନ,୮ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ସରିଥିବା ବେଳେ ଏଥିରେ ଡେମୋକ୍ରାଟିକ ଦଳର ପ୍ରାର୍ଥୀ ଜୋ ବାଇଡେନ ବିଜୟ ଲାଭ କରି ରାଷ୍ଟ୍ରପତି ପଦରେ ବସିବାକୁ...

ପୁଣି ଚାଇନାରେ ଫୁଟିଲା କରୋନା ବୋମା

ବେଜିଂ,୨୫।୧୧: ଚାଇନାରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନଭେମ୍ବର ୨୫ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଚାଇନାରେ...

ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…

ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ...

ଇମ୍ରାନ ସରକାରଙ୍କ କାଉଣ୍ଟଡାଉନ୍‌ ଆରମ୍ଭ: ଏପ୍ରିଲ ୩ରେ ହେବ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ

ଇସ୍‌ଲାମାବାଦ୍‌,୨୯।୩: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ଏପ୍ରିଲ ୩ରେ ଅନାସ୍ଥା ପ୍ରସ୍ତାବ ଉପରେ ସଂସଦରେ ଭୋଟିଂ କରାଯିବ। ମଙ୍ଗଳବାର ଏନେଇ ପାକିସ୍ତାନର ଗୃହମନ୍ତ୍ରୀ ଶେଖ୍‌...

ୟୁକ୍ରେନ ସଙ୍କଟ: ସଂଯମତା ପାଇଁ ଭାରତର ନିବେଦନ

ନୂଆଦିଲ୍ଲୀ,୨୨ ।୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ମଙ୍ଗଳବାର ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ରେ ଆୟୋଜିତ ହୋଇଛି ମିଳିତ...

ମହମ୍ମଦ ବିନ୍‌ ସଲମାନ ସାଉଦି ପ୍ରଧାନମନ୍ତ୍ରୀ ନିଯୁକ୍ତ

ରିୟାଧ୍‌, ୨୮ା୯: ସାଉଦି ଆରବ କିଙ୍ଗ୍‌ ସଲ୍‌ମାନ ବିନ୍‌ ଅବଦୁଲାଜିଜ୍‌ ଅଲ୍‌ ସାଉଦ୍‌ କ୍ୟାବିନେଟରେ ଅଦଳବଦଳ କରି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌(ଏମ୍‌ବିଏସ୍‌)ଙ୍କୁ ପ୍ରଧାନମନ୍ତ୍ରୀ...

୫ ବର୍ଷ ତିଷ୍ଠି ନାହାନ୍ତି କୌଣସି ପ୍ରଧାନମନ୍ତ୍ରୀ

ଇସଲାମାବାଦ, ୧ା୪: ୧୯୪୭ରେ ସ୍ବାଧୀନତା ପରଠାରୁ ପାକିସ୍ତାନରେ ୧୮ ଜଣ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ହେଲେ ଏ ଯାଏ ସେଠାରେ କୌଣସି ପ୍ରଧାନମନ୍ତ୍ରୀ ୫ ବର୍ଷ କାର୍ଯ୍ୟକାଳ...

ଉତ୍ପୀଡ଼ନ କେନ୍ଦ୍ର ପାକିସ୍ତାନ ମଦ୍ରାସା

ଇସ୍‌ଲାମାବାଦ, ୪ା୭: ପାକିସ୍ତାନରେ ଥିବା ମଦ୍ରାସାଗୁଡ଼ିକରେ ଦିନକୁ ଦିନ ଯୌନ ଶୋଷଣ ମାମଲା ବଢ଼ିବାରେ ଲାଗିଛି। ନିକଟରେ ଲାହୋରସ୍ଥିତ ଏକ ମଦ୍ରାସାରେ ସବୀର ଶାହା ନାମକ...

Advertisement
Archives

Model This Week