କାନାଡ଼ାରେ ଭାଙ୍ଗିଦେଲେ ଗାନ୍ଧୀ ପ୍ରତିମୂର୍ତ୍ତି, ଭାରତର ପ୍ରତିବାଦ

ରିଚ୍‌ମଣ୍ଡ, ୧୪ା୭: କାନାଡାର ରିଚ୍‌ମଣ୍ଡ ହିଲ୍‌ ସହରରେ ଥିବା ମହାତ୍ମା ଗାନ୍ଧୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଭଙ୍ଗାରୁଜା କରାଯାଇଛି। କିଛି ଖଲିସ୍ତାନୀ ସମର୍ଥକ ଏବଂ ପାକିସ୍ତାନ ବଂଶୋଦ୍ଭବ ଏହି କାର୍ଯ୍ୟରେ ସମ୍ପୃକ୍ତ ଥିବା ଜଣାପଡିଛି। ପ୍ରତିମୂର୍ତ୍ତି ଭାଙ୍ଗିବା ବେଳର ଭିଡିଓ ସୋସିଆଲ ମିଡିଆରେ ପ୍ରସାରିତ ହୋଇଛି। ରିପିସ୍‌ ପାର୍କ ସ୍ଥିତ ବିଷ୍ଣୁ ମନ୍ଦିର ନିକଟରେ ଥିବା ୨୦ ଫୁଟ ଉଚ୍ଚତାର ଗାନ୍ଧୀଙ୍କ ମୂର୍ତ୍ତି ଭଙ୍ଗାଯିବାକୁ ନେଇ ଭାରତ ସରକାରଙ୍କ ପକ୍ଷରୁ ପ୍ରତିବାଦ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଭାରତୀୟ କନ୍‌ସୁଲେଟ୍‌ ଜେନେରାଲ କାନାଡା କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’: ଚିନ୍ତାରେ ପାକିସ୍ତାନ

ଓ୍ବାଶିଂଟନ,୧୩।୧୦: ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’ ରବିବାରଠାରୁ ଆରମ୍ଭ ହେଉଛି। ଆମେରିକା ସିଟଲେର ଲୁଇସ୍‌ ମ୍ୟାକ୍‌କର୍ଡ ମିଲିଟାରୀ ବେସ୍‌ଠାରେ ଏହା ଅକ୍ଟୋବର ୨୮ ପର୍ଯ୍ୟନ୍ତ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଥିବା ବେଳେ ଜେଲନସ୍କିଙ୍କୁ ଭେଟିବାକୁ ଗଲେ ବାଇଡେନ

କ୍ୱିଭ,୨୦ ।୨: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଠିକ୍ ଏକ ବର୍ଷ ପୂରଣ ହେବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କ୍ୱିଭ...

ନୂଆ ସମ୍ବିଧାନ ପାଇଁ ରବିବାର ଜନମତ ସଂଗ୍ରହ…

ସାଣ୍ଟିଆଗୋ, ୩।୯ : ଚିଲିରେ ନୂଆ ସମ୍ବିଧାନ ଆପଣେଇବା ପାଇଁ ରବିବାର ଜନମତ ସଂଗ୍ରହ କରାଯିବ। ଗଣତାନ୍ତ୍ରିକ ବ୍ୟବସ୍ଥାର ଇତିହାସରେ ଏହି ସମ୍ବିଧାନକୁ ସ୍ବତନ୍ତ୍ର ବର୍ଣ୍ଣନା...

ଜୀବନ ବଞ୍ଚାଇବା ପାଇଁ ଶେଷ ଚେଷ୍ଟା, ପ୍ଲାଟଫର୍ମରେ ପାଦ ଥୋଇବାକୁ ସ୍ଥାନ ନାହିଁ…

କ୍ୱିଭ୍‌,୭।୩ : ୟୁକ୍ରେନର ଖାର୍କିଭ ସହର ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏଠାରେ ରୁଷିଆ କ୍ରମାଗତ ଭାବରେ ବୋମା ଏବଂ କ୍ଷେପଣାସ୍ତ୍ର ମାଡ଼ କରୁଛି।...

ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ: ୭୩ ବୟସ୍କା ମହିଳା ଦୌଡ଼ି ଦୌଡ଼ି ଭ୍ରମଣ କଲେଣି ୧୨ ଦେଶ

ଇସ୍ତାନବୁଲ୍‌,୧୦।୧୨: ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ ଆରମ୍ଭ କରିଛନ୍ତି ବ୍ରିଟେନ୍‌ର ୭୩ ବର୍ଷ ବୟସ୍କା ମହିଳା ରୋଜି ସ୍ବେଲ ପୋପ୍‌। ସେ ଅଣ୍ଟାରେ ଟ୍ରଲି...

ଜର୍ମାନୀ, ବେଲ୍‌ଜିୟମ୍‌ ବନ୍ୟା ମୃତ୍ୟୁସଂଖ୍ୟା ୧୫୭

ଓ୍ବାସେନ୍‌ବର୍ଗ, ୧୮।୭: ଜର୍ମାନୀ ଓ ବେଲ୍‌ଜିୟମରେ ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ପଶ୍ଚିମ ଜର୍ମାନୀରେ ୧୩୩ ଜଣଙ୍କ ଜୀବନ ଯାଇଛି। ଏହା ଅର୍ଦ୍ଧଶତାବ୍ଦୀ...

ବୋଲା ଟିନୁବୁ ନାଇଜେରିଆ ରାଷ୍ଟ୍ରପତି

ଅବୁଜା, ୨।୩: ନାଇଜେରିଆର ଶାସକ ଅଲ୍‌ ପ୍ରୋଗ୍ରେସିଭ୍‌ କଂଗ୍ରେସ (ଏପିିସି) ନେତା ବୋଲା ଟିନୁବୁ ଶନିବାର-ରବିବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଆଫ୍ରିକାର ସବୁଠୁ...

ରାଷ୍ଟ୍ରପତି ଥିଲେ ଦିନକରେ ଶେଷ ହୋଇଥାନ୍ତା ରୁଷିଆ-ୟୁକ୍ରେନ ଯୁଦ୍ଧ: ଟ୍ରମ୍ପ…

ଓ୍ବାଶିଂଟନ,୧୩।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ...

Advertisement
Archives

Model This Week