Posted inଜାତୀୟ

ପାର୍ଲାମେଣ୍ଟ୍‌ ପରିସରରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ଗେଟ୍‌ ନମ୍ବର ୧ରୁ ହଟାଗଲା

ନୂଆଦିଲ୍ଲୀ, ୨୦।୧: ପାର୍ଲାମେଣ୍ଟ୍‌ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଗେଟ୍‌ ନମ୍ବର ୧ରୁ ହଟାଇ ଦିଆଯାଇଛି। ଏବେ ଏହାକୁ ଗେଟ୍‌ ନମ୍ବର ୨ ଏବଂ ୩ ମଧ୍ୟରେ ସ୍ଥାପନ କରାଯାଇଛି। ପ୍ରତିମୂର୍ତ୍ତି ସମ୍ମୁଖରେ ବିଭିନ୍ନ ସମୟରେ ପାର୍ଲାମେଣ୍ଟ୍‌ ସଦସ୍ୟ ଧାରଣା ଦେଇଥାନ୍ତି। ତେବେ ପ୍ରତିମୂର୍ତ୍ତି କାହିଁକି ହଟାଯାଇଛି ସେ ନେଇ କୌଣସି ସୂଚନା ମିଳି ନାହିଁ। ୧୯୯୩ ଗାନ୍ଧୀ ଜୟନ୍ତୀରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ପୂର୍ବତନ ରାଷ୍ଟ୍ରପତି ଶଙ୍କର ଦୟାଲ ଶର୍ମାଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ଏହି କାଂସ୍ୟ ପ୍ରତିମୂର୍ତ୍ତିର ଉଚ୍ଚତା ୧୬ ଫୁଟ। ମହାତ୍ମା କମଳ ମୁଦ୍ରାରେ ବସିଥିବା ଏହି ପ୍ରତିମୂର୍ତ୍ତିକୁ ପ୍ରସିଦ୍ଧ ଶିଳ୍ପକାର ରାମ ସୁତାର ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଚଳାଇଛି ସୀମା ଦଖଲ ଉଦ୍ୟମ

ନୂଆଦିଲ୍ଲୀ,୧୩ା୨ : ବେଜିଂ ନିଜ ବିସ୍ତାରବାଦୀ ମହତ୍ତ୍ୱାକାଂକ୍ଷାକୁ ଚରିତାର୍ଥ କରିବା ପାଇଁ ଭାରତ-ଚାଇନା ମଝିରେ ଥିବା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳକୁ ଦଖଲ ଲାଗି ନିର୍ମାଣ...

କଶ୍ମୀର ବିଶ୍ୱବିଦ୍ୟାଳୟରେ ପ୍ରଥମ ମହିଳା କୁଳପତି

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଗୁରୁବାର ହୋମ୍‌ ସାଇନ୍ସ ବିଭାଗର ପ୍ରୋଫେସର ଡା. ନିଲୋଫର ଖାନ୍‌ଙ୍କୁ କଶ୍ମୀର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତି...

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ...

ବୁଡିଗଲାଣି କାଜିରଙ୍ଗା ଜାତୀୟ ଉଦ୍ୟାନର ୯୦ ଭାଗ

ଗୁଆହାଟି,୧୬।୭: ଆସାମର ପ୍ରାୟ ୩୦ଟି ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ଏଠାକାର ପାଖାପାଖି ୪ହଜାର ୧୫୭ଟି ଗାଁ ଟାପୁରେ ପରିଣତ ହୋଇଛି। ଏହି ବନ୍ୟାରେ...

ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ମିଳିଲା ଧମକ, କହିଲେ ବଞ୍ଚାଇ ପାରିବେନି ଆଇପିଏସ୍ ଶ୍ୱେତା

ନୂଆଦିଲ୍ଲୀ, ପୂର୍ବତନ କ୍ରିକେଟର ତଥା ଭାରତୀୟ ଜତନା ପାର୍ଟି ଏମ୍‌ପି ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ପୁଣିଥରେ ଜୀବନରୁ ମାରିଦେବାକୁ ଧମ ଦିଆଯାଇଛି ।...

ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର ମଧୁଚନ୍ଦ୍ରିକା:୫୦ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୩।୯(ପି.ଟି.):ଆତଙ୍କବାଦୀ-ଗ୍ୟାଙ୍ଗଷ୍ଟର ଏବଂ ନିଶାଦ୍ରବ୍ୟ ଚୋରାବେପାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଥିବା ସୂଚନା ମିଳିବା ପରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋମବାର ଦିଲ୍ଲୀ ସମେତ ୪ ରାଜ୍ୟର...

କୋଲକାତା ଅଗ୍ନିକାଣ୍ଡରେ ୯ ମୃତ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

କୋଲକାତା,୯ ।୩: ପଶ୍ଚିମବଙ୍ଗ କୋଲକାତାର କୋଲାଘାଟ ପ୍ରସାଦାର ୧୩ ମହଲାରେ ସୋମବାର ସନ୍ଧ୍ୟାରେ ଲାଗିଥିବା ନିଆଁରେ ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି...

ବିରୋଧୀ ଏକତା ପାଇଁ ବାହାରିଲେ ନୀତୀଶ, ଦିଲ୍ଲୀ ଗସ୍ତ ପୂର୍ବରୁ ଲାଗିଲା ଗ୍ରହଣ

ପାଟନା,୫ ।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସହ ମିଶି ସରକାର ଗଠନ କରିବା ପରେ ବିହାର...

Advertisement
Archives

Model This Week