Posted inଜାତୀୟ

କାନାଡାରୁ ଆସିଲା ୧୦୦ବର୍ଷ ପୁରୁଣା ମା’ ଅନ୍ନପୂର୍ଣ୍ଣାଙ୍କ ମୂର୍ତ୍ତି, କାଶୀ ବିଶ୍ୱନାଥ ମନ୍ଦିରରେ ହେବ ସ୍ଥାପନ

ନୂଆଦିଲ୍ଲୀ,୧୧ ।୧୧: ବାରାଣସୀରୁ ଚୋରୀ ହୋଇଥିବା ମା’ ଅନ୍ନପୂର୍ଣ୍ଣାଙ୍କ ମୂର୍ତ୍ତି ନଭେମ୍ବର ୧୫ରେ କାଣୀ ବିଶ୍ୱନାଥ ମନ୍ଦିରରେ ସ୍ଥାପନ କରାଯିବ । ଏହି ମୂର୍ତ୍ତି ପାଖାପାଖି ୧୦୦ ବର୍ଷ ପୂର୍ବରୁ ଚୋରୀ ହୋଇ କାନାଡା ଚାଲିଯାଇଥିଲା । ନିକଟରେ ଏହାକୁ ଭାରତକୁ ଅଣାଯାଇଥିଲା । ନୂଆଦିଲ୍ଲୀରେ ବିଦେଶ ରାଜ୍ୟ ମନ୍ତ୍ରୀ ମିନାକ୍ଷି ଲେଖି କହିଛନ୍ତି ଏହି ମୂର୍ତ୍ତି ୧୫ ନଭେମ୍ବରକୁ କାଶୀ ବିଶ୍ୱନାଥ ମନ୍ଦିରରେ ସ୍ଥାପନ କରାଯିବ । ଗୁରୁବାର ଏହି ମୂର୍ତ୍ତିର ଯାତ୍ରା ଆରମ୍ଭ କରାଯାଇଛି । ଏହା କାଶୀ ବିଶ୍ୱନାଥ ମନ୍ଦିରରେ ଶେଷ ହେବ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱାରା ଏହି ମୂର୍ତ୍ତି ସ୍ଥାପନ କରାଯିବ ବୋଲି ୟୁପି ସରକାରଙ୍କ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅବନିଶ କୁମାର ଅବସ୍ତି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri