Posted inଜାତୀୟ

‘ନେତାଜୀ ପରାକ୍ରମର ପ୍ରତିମୂର୍ତ୍ତି’

କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ବୋଧନ ଦେଇ କଠିନ ପରିସ୍ଥିତିରେ ବି ତାଙ୍କ ସାହସ ଦେଖି ବିଶ୍ୱ ତାଜୁବ ହେଉଥିଲା। ନେତାଜୀଙ୍କ ଜନ୍ମ ଭାରତର ଆତ୍ମଗୌରବର ଜନ୍ମ। ତାଙ୍କ ବିଷୟରେ ବ୍ୟାଖ୍ୟା କଲେ ଶବ୍ଦର ଅଭାବ ପଡିଯିବ ବୋଲି କହିଥିଲେ। ନେତାଜୀ ରାଣୀ ଝାନ୍ସି ରେଜିମେଣ୍ଟ ଗଠନ କରି ମହିଳାଙ୍କୁ ଆଗକୁ ଆଣିଥିଲେ। ନିଜ ଭୂମିରେ ନିଜ ସରକାର ଆହ୍ବାନ ଦେଇ ଆଣ୍ଡମାନରେ ଜାତୀୟ ପତାକା ଉଡାଇ ନିଜ ସଂକଳ୍ପ ପୂରା କରିଥିଲେ। କିଏ ଏମିତି ଅଛି ଯାହା ପଛରେ ବ୍ରିଟିଶ ସରକାର ଲାଗିଥିଲେ। ହେଲେ ତାଙ୍କ ଆଗରେ ହାର ମାନି ବିଟ୍ରିଶ ସରକାର ଭାରତ ଛାଡିଥିଲେ।
କୋଲକାତା ଆସିବା ଏକ ଭାବବିହ୍ବଳ ମୁହୂର୍ତ୍ତ। ନେତାଜୀଙ୍କ କର୍ମଭୂମି ଅତ୍ୟନ୍ତ ପବିତ୍ର। ଏହି ମାଟି ଦେଶର ଆଧ୍ୟାତ୍ମିକ, ସାହିତ୍ୟ, ବିଜ୍ଞାନ ଏବଂ ସମାଜ ସଂସ୍କାର କ୍ଷେତ୍ରକୁ ବହୁ ମହାପୁରୁଷଙ୍କୁ ପ୍ରଦାନ କରିଛି। ଦେଶକୁ ରାଷ୍ଟ୍ରଗାନ ଏବଂ ରାଷ୍ଟ୍ରଗୀତ ଦେଇଛି ବୋଲି ପ୍ରଧାନମନ୍ତ୍ରୀ ମୋଦି ଭାଷଣରେ କହିଥିଲେ। ଏହି ଅବସରରେ ସେ ବିଶ୍ବକବି ରବୀନ୍ଦ୍ରନାଥ ଏବଂ ବଙ୍କିମଚନ୍ଦ୍ରଙ୍କୁ ସ୍ମରଣ କରିଥିଲେ। ହାଓ୍ବଡା ମେଲ୍‌ର ନାଁ ନେତାଜୀ ଏକ୍ସପ୍ରେସ କରାଗଲା ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri