Posted inଜାତୀୟ

ଅକ୍ଟୋବର ୧୭ରୁ ଖୋଲିବ ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ଅହମଦାବାଦ,୧୪।୧୦-ବିଶ୍ୱର ସବୁଠାରୁ ଉଚ୍ଚତମ ପ୍ରତିମୂର୍ତ୍ତୀ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଅକ୍ଟୋବର ୧୭ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ମହାମାରୀ କରୋନା ସକାଶେ ଗୁଜୁରାଟ ସରକାର ଏହାକୁ ମାର୍ଚ୍ଚ ମାସରୁ ବନ୍ଦ ରଖିଥିଲେ। ତେବେ କରୋନା ଗାଇଡଲାଇନ ଅନୁସାରେ ଏହାର ପରିଚାଳନା ହେବ। ପର୍ଯ୍ୟଟକମାନେ ଗାଇଡଲାଇନ ଅନୁସରଣ କରି ଭିତରକୁ ପ୍ରବେଶ କରିବେ ବୋଲି ଜଣାପଡିଛି। ସାମାଜିକ ଦୂରତା ସହିତ ଗୋଟିଏ ଦିନରେ ମାତ୍ର ୨,୫୦୦ ପର୍ଯ୍ୟଟକଙ୍କୁ ପରିଦର୍ଶନ ପାଇଁ ଅନୁମତି ମିଳିବ। ସେହିପରି ୫୦୦ ପର୍ଯ୍ୟଟକଙ୍କୁ ଷ୍ଟାଚ୍ୟୁର ୧୯୩ ମିଟର ବିଶିଷ୍ଟ ହାଇ ଗ୍ୟାଲେରୀକୁ ଯିବାକୁ ଅନୁମତି ଦିଆଯିବ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ଗୁଜୁରାଟର ନର୍ମଦା ନଦୀ କୂଳରେ ଏହି ପ୍ରତିମୂର୍ତ୍ତୀ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?