ଅଲୋଡ଼ା ହେଲା ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି

ଗଞ୍ଜାମ,୨୩ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାରରେ ଦୀର୍ଘ ବର୍ଷ ହେଲା ରହିଥିବା ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଏବେ ଅଲୋଡ଼ା ହୋଇପଡିଛି। ମୂର୍ତ୍ତିଟିକୁ ଭଙ୍ଗାଯାଇଥିବା ଯୋଗୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେଉଁ କାରଣରୁ ମୂର୍ତ୍ତିଟିକୁ ଭଙ୍ଗାଯାଇଛି ତାହା ଜଣା ପଡ଼ିନାହିଁ।

ହେଲେ ଭାରତର ସୁଯୋଗ୍ୟ ସନ୍ତାନ, ଯାହାଙ୍କ ପ୍ରତିମୂର୍ତ୍ତିକୁ ଜନଗହଳିପୂର୍ଣ୍ଣ ସ୍ଥାନରୁ ଏପରି ଅପମାନିତ କରି ହଟାଇବା ନିନ୍ଦନୀୟ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି l ତୁରନ୍ତ ଜିଲା ପ୍ରଶାସନ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି...

କାଲି ଅଁଳାନବମୀ: ରାଧା ପାଦ ଦର୍ଶନ ପାଇଁ ଲାଗିବ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ,୯।୧୧: ରବିବାର ଅଁଳାନବମୀ । ପୁରୀ ସାକ୍ଷୀଗୋପାଳରେ ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ଜମିବ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିବ। ଏଥିପାଇଁ ସମସ୍ତ ନୀତିକାନ୍ତି ସମାପ୍ତ ହୋଇଛି...

ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…

ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ...

ଶିଳାନ୍ୟାସ ନ କରି ବାଟରୁ ଫେରିଗଲେ ବିଧାୟକ

ମଙ୍ଗୁଳି-ଜଗତପୁର,୯ା୧୧(ମାନସ ସାମଲ):କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତ ଅଧୀନ ଯାଜଭୈରବ ନୂଆଗଁାରେ ଯାଜଭୈରବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।...

ବନ୍ଧୁଙ୍କ ଅନ୍ତିମ ସଂସ୍କାର ଯାଉଥିଲେ, ଓଲଟିଲା ଅଟୋ: ଜଣେ ମୃତ ୪ ଆହତ

ଜି.ଉଦୟଗିରି,୯।୧୧(ଚିନ୍ମୟ କୁମାର ସେଠୀ):ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କାନବାଗେରି ଗ୍ରାମ ନିକଟରେ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପାଞ୍ଚ ଗୁରୁତର ଆହତ...

କଚ୍ଛପ ଗତିରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୯।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଉପସ୍ବାସ୍ଥ୍ୟକେନ୍ଦ୍ରରେ ପରିବର୍ତ୍ତନ ଆଣି ରୋଗୀଙ୍କ ପାଇଁ ଅଧିକା...

ଧାନକିଣା ବିଳମ୍ବିତ, ଚାଷୀ ଅସନ୍ତୋଷ

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀମାନେ ଖରିଫ୍‌ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଅମଳ ପ୍ରକ୍ରିୟା...

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri