ଲୋକଙ୍କୁ ଅସୁବିଧାରେ ନ ପକାଇ ଆନ୍ଦୋଳନରୁ ବିତର ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଏଥିରୁ ବିରତ ରହିବାକୁ ଡ୍ରାଇଭରମାନଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିବେଦନ କରିଛନ୍ତି । ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବାସୀ ନାହିଁ ନ ଥିବା ଅସୁବିଧା ଭୋଗିଛନ୍ତି। ଆନ୍ଦୋଳନ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସଂଘ କର୍ମକର୍ତ୍ତାଙ୍କ ସହ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ହୋଇଛି ।
ଦାବି ସମ୍ପର୍କରେ ବିଚାର କରାଯିବା ପାଇଁ ପ୍ରତିଶ୍ରୁତି ଦିଆଯାଇ ଥିବା ସତ୍ତ୍ବେ ଡ୍ରାଇଭରମାନଙ୍କ ଧର୍ମଘଟ ଆରମ୍ଭ ହୋଇଥିଲା । ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଡ୍ରାଇଭର ମହାସଂଘ ସହିତ ଶାସନ ସଚିବ ଆଲୋଚନା କରିଥିଲେ । ଆଲୋଚନା ସକରାତ୍ମକ ଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟକ୍ରମେ ଆମେ କହିଥିଲୁ ଯେ, ୩ ମାସ ମଧ୍ୟରେ ସମାଧାନ କରିବୁ । ଏ ସମ୍ପର୍କରେ ଲିଖିତ ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି । ଏହାପରେ ଡ୍ରାଇଭର ମହାସଂଘ ପକ୍ଷରୁ ଆମକୁ ପ୍ରତିଶ୍ରୁତି ଦିଆଯାଇଥିଲା ଯେ ୧ ଘଣ୍ଟା ମଧ୍ୟରେ ସକରାତ୍ମକ ନିଷ୍ପତ୍ତି ଜଣାଇବେ । କିନ୍ତୁ ଶୁକ୍ରବାର ମଧ୍ୟ କିଛି ସ୍ଥାନରେ ଧର୍ମଘଟ ଚାଲୁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri