ଘରୁ ଦୂରାନ୍ତୁ ଅସରପା…

ରେଷେଇ ଘରେ ଅସରପା ରହିବା ଦ୍ୱାରା ସେମାନେ କୋଣଗୁଡିକ ଏବଂ ପ୍ରତି ଛୋଟ ବଡ ସ୍ଥାନକୁ ସହଜରେ ଯାଇ ଜୀବାଣୁ ଛାଡି ଥାନ୍ତି। ଯାହାକି ଆମ ଶରୀରକୁ ଆସି ବିଭିନ୍ନ ପ୍ରକାର ରୋଗ ସୃଷ୍ଟି କରିଥାଏ। ତେଣୁ କିଚେନ୍‌ରୁୁ କିପରି ଅସରପା ଦୂର କରିବେ ଜାଣି ରଖନ୍ତୁ…

ରାତିରେ ବୋରାକ୍ସ ଏବଂ ଚିନିକୁ ଏକାଠି ଗୋଳାଇ କିଚେନ୍‌ରେ ଥିବା ଡ୍ର, ଆଲମିରା, ଡଷ୍ଟବିନ୍‌, ସିଙ୍କ୍‌ ଆଦି ଅସରପା ହେଉଥିବା ସ୍ଥାନରେ ରଖି ଦିଅନ୍ତୁ। ସକାଳୁ ଉଠି ଦେଖିବେ ଉକ୍ତ ସ୍ଥାନରେ ଅସରପା ମରି ପଡିଥିବେ। ତେବେ ମନେ ରଖନ୍ତୁ ଏପରି କରିବା ସମୟରେ ଖାଦ୍ୟ ପଦାର୍ଥ ଖୋଲାରେ ଆଦୌ ରଖନ୍ତୁ ନାହିଁ। ଘରେ ଛୋଟପିଲା କିମ୍ବା ପୋଷା ଜୀବଜନ୍ତୁ ଥିଲେ ଯେପରି ଏହା ସଂସ୍ପର୍ଶରେ ନ ଆସନ୍ତି ଧ୍ୟାନ ରଖନ୍ତୁ।
ବୋରାକ୍ସ ବଦଳରେ ଆପଣ ବେକିଂ ସୋଡା ସହିତ ଚିନି ଗୋଳାଇ ପାରିବେ। ଏହା ମଧ୍ୟ ଅସରପା ମାରିବାରେ ସାହାଯ୍ୟ କରିବ।
୩-୪ଟି ତେଜ ପତ୍ରକୁ ଖରାରେ ଭଲ ଭାବେ ସୁଖାଇ ଗୁଣ୍ଡ କରିଦିଅନ୍ତୁ। କିଚେନ୍‌ରେ ଅସରପା ହେଉଥିବା ସ୍ଥାନ ଗୁଡିକରେ ଏହି ଗୁଣ୍ଡ ଛିଞ୍ଚିଦିଅନ୍ତୁ ଦେଖିବେ ଅସରପା ଚାଲିଯିବେ।
ଏକ ବାଲ୍‌ଟି ପାଣିରେ ୨ କପ୍‌ ଆମୋନିଆ ମିଶାଇ କିଚେନ୍‌ ସହିତ ଘରର ଅନ୍ୟ ଚଟାଣ ଗୁଡିକୁ ମଧ୍ୟ ଭଲ ଭାବେ ପୋଛି ଦିଅନ୍ତୁ। ପ୍ରତି ଦୁଇ ସପ୍ତାହରେ ଥରେ ଏପରି କରିବା ଦ୍ୱାରା ଅସରପା ସମ୍ପୂର୍ଣ୍ଣ ଦୂର ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri