Posted inଜାତୀୟ

ଦି କେରଳ ଷ୍ଟୋରି ଉପରେ ରୋକ ମାମଲା: ଶୀଘ୍ର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୫ : କେରଳର ଜିହାଦ ଏବଂ ଆତଙ୍କବାଦ ଦ୍ୱାରା ପ୍ରଭାବିତ ହୋଇଥିବା ଅଣ-ମୁସଲମାନ ଝିଅଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ଦି କେରଳ ଷ୍ଟୋରି ଉପରେ ରୋକ ମାମଲା ଆବେଦନ ଉପରେ ସୁପ୍ରିମକୋର୍ଟ ତୁରନ୍ତ ଶୁଣାଣି କରିବାକୁ ମନା କରି ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି, ସେନ୍ସର ବୋର୍ଡ ଏହି ଚଳଚ୍ଚିତ୍ରକୁ ସବୁଜ ସଙ୍କେତ ଦେଇଛି, ତେଣୁ ଆବେଦନକାରୀ ଏହି ଚଳଚ୍ଚିତ୍ରର ପ୍ରମାଣପତ୍ରକୁ ଚ୍ୟାଲେଞ୍ଜ କରିବା ସହ ସମ୍ପୃକ୍ତ ସଂସ୍ଥାକୁ ଆବେଦନ କରିବା ଉଚିତ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଜଷ୍ଟିସ କେଏମ ଜୋସେଫ ଏବଂ ଜଷ୍ଟିସ ବି.ଭି ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ କହିଛନ୍ତି, ଫିଲ୍ମ ସମ୍ବନ୍ଧୀୟ ଆବେଦନକୁ ଘୃଣା ଭାଷଣ ଆବେଦନ ସହିତ ମିଶ୍ରଣ କରାଯାଇପାରିବ ନାହିଁ। ଏହା ଏକ ସମ୍ପୂର୍ଣ୍ଣ ଭିନ୍ନ ପ୍ରସଙ୍ଗ। କଂଗ୍ରେସର ପୂର୍ବତନ ନେତା ତଥା ବରିଷ୍ଠ ଆଡଭୋକେଟ କପିଲ ସିବଲ ଏବଂ ଆଡଭୋକେଟ ନିଜାମ ପାଶା ସୁପ୍ରିମକୋର୍ଟରେ ଦି କେରଳ ଷ୍ଟୋରି ଉପରେ ପ୍ରତିବନ୍ଧକ ଲଗାଇ ଏହି ଚଳଚ୍ଚିତ୍ର ଘୃଣାର ବକ୍ତବ୍ୟକୁ ପ୍ରୋତ୍ସାହିତ କରୁଛି ବୋଲି ଅଭିଯୋଗ ଆଣିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri