ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ: ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଜାରି କରିଛନ୍ତି । ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ( ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ୩ ମାସ ପାଇଁ ଏହି ସଂଶୋଧିତ ଆଇନ ଉପରେ ରହିତାଦେଶ ଜାରି କରିଛନ୍ତି । ଏହାସହିତ ଓଡ଼ିଶା ସରକାରଙ୍କୁ ୩ ମାସ ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପୂର୍ବରୁ ଓଡ଼ିଶା ହାଇକୋର୍ଟ ଏହି ଆଇନକୁ ସବୁଜ ସଙ୍କେତ ଦେଇଥିଲେ ।

ଜେଏନୟୁର ଅବସରପ୍ରାପ୍ତ ପ୍ରଫେସର ଅଜିତ କୁମାର ମହାନ୍ତି ଓ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରଫେସର କୁଞ୍ଜବିହାରୀ ପଣ୍ଡା ରାଜ୍ୟ ସରକାରଙ୍କ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ଚ୍ୟାଲେଞ୍ଜ କରି ୨୦୨୦ ନଭେମ୍ବର ୯ ତାରିଖରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟ ଏହି ଆଇନକୁ ସବୁଜ ସଙ୍କେତ ଦେବା ପରେ ପ୍ରଫେସର ମହାନ୍ତି ଓ ୟୁଜିସି ଉଭୟ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri