Posted inଜାତୀୟ

ଯିଏ ଯେଉଁଠି ଅଛ, ସେଇଠି ରୁହ: ଦୂତାବାସ

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ ଉପରେ ଗୁରୁବାର ରୁଷିଆ ଆକ୍ରମଣ କରିଛି। ଏହା ପରେ ୟୁକ୍ରେନରେ ସ୍ଥିତି ଗମ୍ଭୀର ରହିଛି। ଇତି ମଧ୍ୟରେ ୟୁକ୍ରେନରେ ରହୁଥିବା ଭାରତୀୟଙ୍କୁ ପରାମର୍ଶ ଦେଇଛି କ୍ୱିଭ୍‌ସ୍ଥିତ ଭାରତୀୟ ଦୂତାବାସ। ଯିଏ ଯେଉଁଠି ଅଛନ୍ତି ସେଠି ରୁହନ୍ତୁ। ଶାନ୍ତ ଏବଂ ସୁରକ୍ଷିତ ରୁହନ୍ତୁ। ଘର, ହଷ୍ଟେଲ, ଅସ୍ଥାୟୀ ଶିବିର ଯିଏ ଯେଉଁଠି ଅଛନ୍ତି, ସେଇଠି ରୁହନ୍ତୁ ବୋଲି ଦୂତାବାସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri