ସଟର ତାଡ଼ି ଦୋକାନରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଲୁଗାପଟା

କର୍ଲାମୁଣ୍ଡା,୨ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ପୁଟିଗାଁ ଚିନାବାଡ଼ିଠାରେ ଥିବା ମା’ ତ୍ରିପୁରା କ୍ଲଥ ଷ୍ଟୋର୍‌ରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ସଟର ଲକ୍‌ କାଟି ଦୋକାନ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଦାମୀ ଲୁଗାପଟା ନେଇଯାଇଥିବା ଦୋକାନ ମାଲିକ ଜଗବନ୍ଧୁ ସାହୁ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ମ. ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ,ଫାଣ୍ଡି ଅଧିକାରୀ କୃତ୍ତିବାସ ପୂଜାରୀ ଓ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସଙ୍କୁ ମିଳିଲା ଭତ୍ତା

ପରଜଙ୍ଗ, ୧୮।୭(ଡି.ଏନ.ଏ.) – ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ...

ଗଞ୍ଜାମ ବସ୍‌ ଦୁର୍ଘଟଣା ଏସ୍‌ସିବିରେ ଆହତଙ୍କୁ ଭେଟିଲେ ଭାଜପା ରାଜ୍ୟ ସଭାପତି

କଟକ ଅଫିସ,୧୧ା୨: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅଧୀନ ମେଣ୍ଢରାଜପୁର ଛକରେ ରବିବାର ଅପରାହ୍ନରେ ସିଲ୍‌କ ସିଟି ନାମକ ଏକ ବସ୍‌ରେ ୧୧ କେଭି ବିଦ୍ୟୁତ୍‌...

ମନ୍ଦିରରୁ ମସ୍‌ଜିଦ ରାସ୍ତା ହେଲା ଆଲୋକିତ

ଖଇରା, ୭ା୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ବିଶିଷ୍ଟ ଯୋଗ ପ୍ରଚାରକ ତଥା ଆଜନ୍ମ ବ୍ରହ୍ମଚାରୀ ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଭୋଗୁପୁର ଗ୍ରାମର ମୁକ୍ତିକାନ୍ତ ପାଣିଗ୍ରାହୀ...

ମାଛ ବ୍ୟବସାୟୀ ନିଖୋଜ

ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମ୍ୟାଚ୍‌

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲାରେ ଫୁଟବଲ ଏକାଡେମୀ ପ୍ରତିଷ୍ଠା ଦାବିରେ ଭଞ୍ଜସେନା ପକ୍ଷରୁ ଅଭିନବ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖେଳାଳିମାନେ...

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ...

ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ...

ଗୁପ୍ତ ତଥ୍ୟ ଲିକ୍‌ର ତଦନ୍ତ କରିବ ଏନ୍‌ଆଇଏ

ବାଲେଶ୍ୱର ଅଫିସ,୧୬।୯: ପାକିସ୍ତାନୀ ସୁନ୍ଦରୀଙ୍କ ହନୀଟ୍ରାପରେ ପଡି ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ୫...

Advertisement
Archives

Model This Week