ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଟଙ୍କା

ବୌଦ୍ଧ,୨୦ା୧( ଅଜିତ କୁମାର ବାରିକ): ବୌଦ୍ଧ ସହରର ମହାନଦୀ କୂଳରେ ବାବା ଚନ୍ଦ୍ରଚୂଡ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରମାନେ ଟଙ୍କା ଚୋରି କରିନେଇଥିବା ବୌଦ୍ଧ ଥାନାରେ ଅଭିଯୋଗ ହୋଇଛି।

ସୂଚନା ମୁତବାକ, ସବୁଦିନ ପରି ମନ୍ଦିରର ପୂଜକ ମନ୍ଦିରର ତାଲା ଦେଇ ଘରକୁ ଯାଇଥିଲେ। ସକାଳୁ ଉଠି ମନ୍ଦିର ଖୋଲିବାକୁ ପୂଜକ ଆସିଥିବା ବେଳେ ସମ୍ମୁଖ ଗ୍ରିଲ ଗେଟର ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ପରେ ଭିତରକୁ ଯାଇ ଦେଖିଲା ବେଳକୁ ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଥିବା ସେ ଜାଣିବାକୁ ପାଇଥିଲେ। ଏନେଇ ଥାନାରେ ଅଭିଯୋଗ ପରେ ପୋଲିିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଫେଟ୍‌, ଷ୍ଟିଫେନ୍‌ଙ୍କ ସହ ଖାଇବାକୁ ୯୦ ଲକ୍ଷ ଡଲାର

ନ୍ୟୁୟର୍କ, ୧୬ା୫ : ଆମେରିକାର ବିଶିଷ୍ଟ ପୁଞ୍ଜି ନିବେଶକ ୱାରେନ ବଫେଟ୍‌ ଏବଂ ବାସ୍କେଟବଲ୍‌ ତାରକା ଷ୍ଟିଫେନ୍‌ କରିଙ୍କ ସହ ମଧ୍ୟାହ୍ନଭୋଜନ କରିବା ପାଇଁ ଜଣେ ବ୍ୟକ୍ତି…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri