ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍‌କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୨ା୮: ଏମ୍‌କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୨୯୦/୨୨) ରୁଜୁ କରିଛି। ଲୁଟେରାଙ୍କୁ ଧରିବା ପାଇଁ ହସ୍ପିଟାଲ ଭିତରେ ଲାଗିଥିବା ସିସିଟିଭି ଫୁଟେଜ୍‌ ପୋଲିସ ଯାଞ୍ଚ କରୁଛି।

ମିଳିଥିବା ସୂଚନା ମୁତାବକ, ଜରଡ଼ା ଥାନା ଅଧୀନ ଖାରିଆଗୁଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ତାଙ୍କୁ ଏମ୍‌କେସିଜିରେ ଗତ ୨୦ ତାରିଖରେ ଭର୍ତ୍ତି କରାଯାଇଥିଲା। ଜଗନ୍ନାଥଙ୍କ ପାଖରେ ତାଙ୍କ ସ୍ତ୍ରୀ ସୁନିତା ରହୁଛନ୍ତି। ହେଲେ ରବିବାର ରାତିରେ ସୁନିତା ମେଡିସିନ ୱାର୍ଡରେ ଶୋଇଥିଲେ। ଭୋରରେ ଉଠି ଦେଖିବା ବେଳେକୁ ଭ୍ୟାନିଟିରୁ ଟଙ୍କା, ମୋବାଇଲ ଓ ଅନ୍ୟାନ୍ୟ କାଗଜ ପତ୍ର ଚୋରି ହୋଇଥିବା ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ ଯାମିନୀ ରଞ୍ଜନଙ୍କୁ ‘ନୃତ୍ୟାଙ୍ଗନା ସମ୍ମାନ’

ଢେଙ୍କାନାଳ ଅଫିସ୍‌, ୧୬।୫: ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟାଙ୍ଗନା’ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ ହଲ ପରିସରରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି ୭ମ ‘ନୃତ୍ୟାଙ୍ଗନା ସମ୍ମାନ...

ଏଣିକି ନାମ ପଞ୍ଜୀକରଣ ପାଇଁ ୪ଟି ତାରିଖ

ଜଗତ୍‌ସିଂହପୁର ଅଫିସ, ୩ା୮: କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ ୧୯୫୦/୫୧ର ପରିବର୍ତ୍ତନ ସହ ଭୋଟର ତାଲିକାରେ...

ବିଦ୍ୟୁତ୍‌ ଚୋରି ରୋକିବାକୁ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’

ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍‌ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

କଟକ ସିରିଏଲ୍‌ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ, ୨୪।୯: କଟକ ସିରିଏଲ୍‌ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା...

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ...

ବ୍ରାଉନସୁଗାର ବିକି ବନ୍ଧାହେଲେ ବାପ-ପୁଅ

କଟକ ଅଫିସ,୯।୧: କମିଶନରେଟ ପୋଲିସ ରବିବାର କଟକରୁ ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି...

ଜଙ୍ଗଲ ଜମିରୁ ବେଆଇନ ମୋରମ ଉଠାଣ

କେନ୍ଦୁଝର,୧୭ା୨(ସ୍ବ.ପ୍ର.)-ଜଙ୍ଗଲ ଜମିରେ ଚାଲିଛି ବେଆଇନ ମାଟି ଉଠାଣ। ବାଂଶପାଳ ତହସିଲ ଶୁଆକାଟୀ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଉପର ସୁମଠ ଠାରେ ବେଆଇନ ଭାବେ ଜୁଆଙ୍ଗ ଲୋକ...

ଉଦାହରଣ ସାଜିଛନ୍ତି ମହେଶ୍ୱର

ବନ୍ତ, ୨୭।୧୨(ସ୍ବ.ପ୍ର.) – ବର୍ତ୍ତମାନ ଦେଶରେ ନିଯୁକ୍ତି ଅଭାବରୁ ବେକାର ସମସ୍ୟା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସମାଜରେ ଶାରୀରିକ ସୁସ୍ଥ ଶିକ୍ଷିତ...

Advertisement
Archives

Model This Week