Posted inଜାତୀୟ

ଇସ୍ପାତ କାରଖାନାରେ ଶ୍ରମିକଙ୍କ ଆକ୍ରମଣ, ୧୯ ପୋଲିସ ଆହତ, ୧୨ ଗାଡ଼ି କ୍ଷତିଗ୍ରସ୍ତ…

ପାଲଘର, ୮।୫ : ମହାରାଷ୍ଟ୍ରର ପାଲଘରର ଇସ୍ପାତ କାରଖାନା ଉପରେ ଏକ ଭିଡ଼ ଆକ୍ରମଣ ଘଟଣା ଘଟିଛି। ଭିଡ଼ରେ ଅଧିକାଂଶ ଲୋକ ଶ୍ରମିକ ସଂଗଠନ ସହିତ ଜଡିତ ଏବଂ ଶ୍ରମିକ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇସ୍ପାତ କାରଖାନା ପରିଚାଳନା ସହିତ କିଛି ବିବାଦ ଦେଖାଦେଇଥିଲା।

ଏହାକୁ ନେଇ ଶ୍ରମିକ ସଂଗଠନ ସହିତ ଜଡିତ ୧୦୦ରୁ ଅଧିକ ଲୋକେ ଆସି ଇସ୍ପାତ କାରଖାନା ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ପୂର୍ବରୁ ଏଠାରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲେ। କିନ୍ତୁ ପୋଲିସ ଭିଡ଼କୁ ସମ୍ଭାଳି ପାର ନଥିଲେ।

ଏହି ଘଟଣାରେ ୧୯ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାଯାଇଛି। ଏହା ବ୍ୟତୀତ ହିଂସାତ୍ମକ ଶ୍ରମିକମାନେ କେତେକ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୧୨ ଟି ଗାଡି କ୍ଷତିଗ୍ରସ୍ତ ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଏପର୍ଯ୍ୟନ୍ତ ୨୭ ଆକ୍ରମଣକାରୀଙ୍କୁ ଗିରଫ କରିଛି।

ଏହି ଘଟଣା ପରେ କାରଖାନା ପରିସରରେ ଅଧିକ ପୋଲିସ ମୁତୟନ କରାଯାଇଛନ୍ତି। ପାଲଘର ପୋଲିସର ମୁଖପାତ୍ର ସଚିନ ନୱାଡକର କହିଛନ୍ତି ଯେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିଲେ ମଧ୍ୟ ନିୟନ୍ତ୍ରଣରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?