ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…
ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…
ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…
ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…
ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ…
ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…
ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍ ଉପରେ ଥିବା ପାନୀୟଜଳ ପାଇପ୍ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…