ପିସିସି ସଭାପତି ଚୟନକୁ ନେଇ ମୁହଁ ଖୋଲିଲେ ଷ୍ଟିଅରିଙ୍ଗ କମିଟି ସଦସ୍ୟ ସନ୍ତୋଷ ସିଂ ସାଲୁଜା: କହିଲେ…

ଭୁବନେଶ୍ୱର,୪।୧୧:  ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ ସମସ୍ତ ବିଧାୟକ ଏଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ହୋଇଥିଲା। କଂଗ୍ରେସର ମଙ୍ଗ, କିଏ ଧରିବେ ତାକୁ ନେଇ ଜୋରଦାର ଆଲୋଚନା ହୋଇଥିଲା। କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏବଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ ଏହି  ବୈଠକ ବସିଥିଲା ।
ବୈଠକ ପରେ ଷ୍ଟିଅରିଙ୍ଗ କମିଟି ସଦସ୍ୟ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ଦଳରେ କୌଣସି ଗୋଷ୍ଠୀ ନାହିଁ। ମୁଁ ମଧ୍ୟ ପିସିସି ସଭାପତି ରେସରେ ନାହିଁ। ମୁଁ ଦଳର ଜଣେ ଶୃଙ୍ଖଳିତ କର୍ମୀ ଦଳ ଯେତେବେଳେ ଯେଉଁ ନିର୍ଦ୍ଦେଶ ଦେବ ମୁଁ ତାକୁ ଅନୁପାଳନ କରିବି ।
ସେହିପରି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ କଂଗ୍ରେସ ଦଳରେ ଅନେକ ଯୋଗ୍ୟ ନେତା ଅଛନ୍ତି । ଏଭଳି ଯୋଗ୍ୟ ନେତା ଅନ୍ୟ ଦଳରେ ମଧ୍ୟ ନାହାନ୍ତି । ପିସିସି ସଭାପତି ରେସରେ ମୁଁ  ନାହିଁ । ଦଳ ଯୁବକମାନଙ୍କୁ ଅଧିକ ଦାୟିତ୍ୱ ଦେବାର ଆବଶ୍ୟକ ରହିଛ।।

Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri