ଷ୍ଟେମ୍‌ ସେଲ୍‌ ଓ ମସ୍ତିଷ୍କ ଟିସୁ

ଆଜିକାଲି କେତେକ କ୍ଷେତ୍ରରେ ଷ୍ଟେମ୍‌ ସେଲ୍‌ର ବ୍ୟବହାର କରାଯାଉଛି। ଏହାଦ୍ୱାରା ମସ୍ତିଷ୍କର ସେଲ୍‌ (ଟିସୁ)କୁ ବିକଶିତ କରାଯାଇପାରିବ ବୋଲି ପ୍ରକାଶ କରିଛନ୍ତି ସିଡ୍‌ନୀ ୟୁନିଭର୍ସିଟିର ବିଶେଷଜ୍ଞମାନେ। ସେମାନେ ନିକଟରେ ଏପରି ଏକ ଷ୍ଟେମ୍‌ ସେଲ୍‌ ପ୍ରସ୍ତୁତ କରିଛନ୍ତି। ପରୀକ୍ଷାମୂଳକ ଭାବରେ ଏହି ନୂଆ ଷ୍ଟେମ୍‌ ସେଲ୍‌କୁ ମୂଷାଙ୍କର ମସ୍ତିଷ୍କରେ ପ୍ରତିରୋପଣ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଏଥିରୁ ସଫଳତା ମିଳିବା ପରେ ଏହି ଷ୍ଟେମ୍‌ ସେଲ୍‌କୁ ମନୁଷ୍ୟମାନଙ୍କ ମସ୍ତିଷ୍କରେ ପ୍ରତିରୋପଣ କରି ସଫଳତା ମିଳିବ ବୋଲି ସେମାନେ ଆଶାବାଦୀ ଅଛନ୍ତି। ତେବେ ଏହା ପୂର୍ବରୁ ସେମାନେ ଉକ୍ତ ଷ୍ଟେମ୍‌ ସେଲ୍‌ ଉପରେ ଆହୁରି ଗବେଷଣା କରିବାକୁ ଯୋଜନା କରିଛନ୍ତି ବୋଲି ଏହି ଗବେଷଣାର ମୁଖ୍ୟ ଡା. ଜେରୁଜେନ୍‌ କ୍ଲୋବିଲିଚ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଖରାପ ଏବଂ ଭୟଙ୍କର ସ୍ବପ୍ନ ଦେଖୁଛନ୍ତି କି? ତା’ହେଲେ ଆପଣାନ୍ତୁ ଏହି ଉପାୟ

ରାତିରେ ଶୋଇବା ସମୟରେ ଲୋକଙ୍କୁ ଖରାପ ଏବଂ ଭୟଙ୍କର ସ୍ବପ୍ନ ଆସିଥାଏ, ଯେଉଁଥିପାଇଁ ଭୟଭୀତ ହୋଇ ହଠାତ୍‌ ନିଦ ଭାଙ୍ଗି ଯାଇଥାଏ। କିଛି ଲୋକଙ୍କୁ ପ୍ରତିଦିନ...

ବ୍ରହ୍ମାଣ୍ଡର ମୃତ୍ୟୁ

ଘଟଣାଟି ଏତିକିରେ ସୀମିତି ନୁହେଁ। ଆହୁରି ଏକ ପଦ୍ଧତି ଅଛି, ଯାହାଦ୍ୱାରା ମଧ୍ୟ ବ୍ରହ୍ମାଣ୍ଡ ଧ୍ୱଂସ ହୋଇପାରେ। ପୁଣି ଅଧିକାଂଶ ବିଜ୍ଞାନୀ ଏହି ପଦ୍ଧତିଟିକୁ ବେଶି...

ବନ୍ଧୁ ଚୟନ ସମୟରେ ଏସବୁ ଜିନିଷ ପ୍ରତି ଧ୍ୟାନ ଦିଅନ୍ତୁ, କରିବେ ନାହିଁ ପଶ୍ଚାତାପ

ଆଚାର୍ଯ୍ୟ ଚାଣକ୍ୟ ମଣିଷ ଜୀବନକୁ ପ୍ରଭାବିତ କରୁଥିବା ସମସ୍ତ ସମ୍ପର୍କକୁ ଗଭୀର ଭାବେ ଅଧ୍ୟୟନ କରିଥିଲେ। ସେ କୁହନ୍ତି, ବନ୍ଧୁତ୍ୱ ଏଭଳି ଏକ ସମ୍ପର୍କ ଯାହା...

ସାମ୍ନାକୁ ଆସିଲା କରୋନା ଭାଇରସ୍‌ ସଂକ୍ରମଣର ୬ଟି ନୂଆ ଲକ୍ଷଣ

ଓ୍ବାଶିଂଟନ୍‌,୨୭।୪: କରୋନା ଭାଇରସ୍‌ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ...

ଏହି ୪ ରାଶିର ଯୁବତୀଙ୍କ ଉପରେ ରହିଥାଏ ମା’ ଲକ୍ଷ୍ମୀଙ୍କ ବିଶେଷ କୃପା; ଧନର ଅଭାବ କ’ଣ ଏମାନେ ଜାଣନ୍ତି ନାହିଁ…

କୁହାଯାଏ ସମସ୍ତେ ନିଜ ନିଜର ଭାଗ୍ୟ ନେଇ ଜନ୍ମ ହୋଇଥାନ୍ତି। କାହାକୁ କମ୍‌ ପରିଶ୍ରମରେ ବହୁତ ଧନସମ୍ପତ୍ତି ମିଳୁଥିବା ବେଳେ କାହାକୁ ଏଥିପାଇଁ ଅଧିକ ପରିଶ୍ରମ...

କେବଳ ନିଜ ହାତରେ କରନ୍ତୁ ଏହି ୩ କାମ: ହୋଇ ଯିବେ ଧନୀ

ଟଙ୍କା ଅର୍ଜନ କରି ଧନୀ ହେବା ପାଇଁ ପ୍ରାୟ ସମସ୍ତଙ୍କ ଇଚ୍ଛା। ଗରିବ କିମ୍ବା ଧନୀ, ଉଭୟଙ୍କ ପାଇଁ ଟଙ୍କା ମୂଲ୍ୟବାନ୍‌। ମାତ୍ର ତାଙ୍କୁ ନେଇ...

ବଢ଼ିଛି ଭାରତୀୟଙ୍କ ଆୟୁଷ

ନୂଆଦିଲ୍ଲୀ: ସ୍ବାସ୍ଥ୍ୟ ହିଁ ସମ୍ପଦ। ଶରୀର ସୁସ୍ଥ ରହିଲେ ଜଣେ ମଣିଷ ମାନସିକସ୍ତରରେ ମଧ୍ୟ ସୁସ୍ଥ ରହିଥାଏ। ଯୋଗ, ପ୍ରାଣାୟମ ଆଦି କରି ଲୋକମାନେ ଶରୀର...

ସୌନ୍ଦର୍ଯ୍ୟ ବୃଦ୍ଧିକରେ ସାଗୁଦାନା, ଏପରି କରନ୍ତୁ ପ୍ରୟୋଗ

ମହିଳାମାନେ ନିଜର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ସର୍ବଦା ଚିନ୍ତିିତ। ଏ ନେଇ ସେମାନେ ରାସାୟନିକ ଦ୍ରବ୍ୟର ବ୍ୟବହାର କରିବା ସହିତ ବିଭିନ୍ନ ଫେସ୍‌ ପ୍ୟାକ୍‌ ମଧ୍ୟ...

Advertisement
Archives

Model This Week