Posted inଖେଳ

ପୂର୍ବତନ ଅଧିନାୟକଙ୍କ ଦାବି: ଓଭାଲ ଟେଷ୍ଟ ପରେ ସନ୍ନ୍ୟାସ ନେବେ ଏହି ଦୁଇ ଅଷ୍ଟ୍ରେଲିୟ ଧୂରନ୍ଧର…

ନୂଆଦିଲ୍ଲୀ,୨୬।୭: ୨୦୨୩ ଆସେସ୍‌ ସିରିଜର ୫ମ ତଥା ଅନ୍ତିମ ଟେଷ୍ଟ ଗୁରୁବାରଠାରୁ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭାଓନ୍‌ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଏହି ସିରିଜ ପରେ ଷ୍ଟିଭ୍‌ ସ୍ମିଥ୍‌ ଏବଂ ଡେଭିଡ୍‌ ଓ୍ବାର୍ନର ସନ୍ନ୍ୟାସ ନେବେ ବୋଲି ଶୁଣିବାକୁ ମିଳୁଥିବା ସେ କହିଛନ୍ତି।

ଭାଓନ କହିଛନ୍ତି, ମ୍ୟାଚ୍‌ ସମୟରେ ବର୍ଷା ହେଲେ ବିଭିନ୍ନ ପ୍ରସଙ୍ଗରେ କଥା ହେବାକୁ ପଡେ। ପେସ୍‌ ବକ୍ସରେ ହେଉଥିବା ଆଲୋଚନା ଅନୁଯାୟୀ କିଛି ଅଷ୍ଟ୍ରେଲିୟ ଖେଳାଳିଙ୍କ ପାଇଁ ଓଭାଲ ଟେଷ୍ଟ କ୍ୟାରିୟରର ଶେଷ ମ୍ୟାଚ୍‌ ହେବ। ତେବେ ଯଦି ଓ୍ବାର୍ନର ଓଭାଲ ଟେଷ୍ଟ ଖେଳନ୍ତି ତେବେ ଏହା ବୋଧହୁଏ ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ହେବ। ସେହିଭଳି ସ୍ମିଥ୍‌ଙ୍କ ପାଇଁ ଏହି ଟେଷ୍ଟ ମଧ୍ୟ ଅନ୍ତିମ ଟେଷ୍ଟ ହେବ ବୋଲି ଚର୍ଚ୍ଚା ହେଉଥିବା ସେ ଦାବି କରିିଛନ୍ତି।

କହିରଖୁଛୁ ଯେ, ଓ୍ବାର୍ନର ପୂର୍ବରୁ ଅବସର ଲାଗି ଯୋଜନା କରିସାରିଛନ୍ତି। ସେ ୨୦୨୪ରେ ଟେଷ୍ଟରୁ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri