Advertisement
Posted inଖେଳ

ଷ୍ଟିଭ୍‌ ସ୍ମିଥ୍‌ଙ୍କ ପାଇଁ ‘କଳା ଦିନ’: ପ୍ରଥମ ଥର ପାଇଁ ଖାତା ନ ଖୋଲି ଫେରିଲେ

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥଙ୍କ ଦୀର୍ଘଦିନର ରେକର୍ଡ ଭାଙ୍ଗିଛି। ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ସେ ଖାତା ଖୋଲିପାରିନାହାନ୍ତି। ଏହା ପ୍ରଥମ ଥର ପାଇଁ ହୋଇଛି। ଅଫ୍‌ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲ୍‌ରେ ସେ କ୍ୟାଚ୍‌ ଆଉଟ୍‌ ହୋଇଛନ୍ତି।

ମେଲବୋର୍ନ କ୍ରିକେଟ ପଡ଼ିଆରେ ଖେଳାଯାଇଥିବା ଟେଷ୍ଟରେ ସ୍ମିଥ୍‌ଙ୍କ ପ୍ରଦର୍ଶନ ୧୧୩.୫% ରହି ଆସିଥିଲା। ଖେଳିଥିବା ୫ ମ୍ୟାଚ୍‌ରେ ସେ ୪ଟି ଶତକ ଓ ୩ ଅର୍ଦ୍ଧଶତକ କରିଥିଲେ। ହେଲେ ଶନିବାର ଟେଷ୍ଟର ପ୍ରଥମ ଦିନରେ ସେ କମାଲ କରିବାରେ ବିଫଳ ହୋଇଛନ୍ତି। ଭାରତ ବିପକ୍ଷରେ ମଧ୍ୟ ସେ ଭଲ ପ୍ରଦର୍ଶନ କରିଆସିଥିବା ବେଳେ ପ୍ରଥମ ଥର ପାଇଁ ଖାତା ଖୋଲି ନ ପାରି ଆଉଟ୍‌ ହୋଇଛନ୍ତି।

ସ୍ମିଥ୍‌ଙ୍କ ଉଇକେଟକୁ ନେଇ ଅଶ୍ୱିନ ବେଶ୍‌ ଖୁସି ଜଣାପଡ଼ିଥିଲେ। ପ୍ରଥମ ପାଳିରେ ସେ ୩ ଉଇକେଟ ନେଇଥିବା ବେଳେ ବୁମରା ୪ ଉଇକେଟ ନେଇଛନ୍ତି। ଘରୋଇ ଦଳ ୧୯୫ରେ ସମସ୍ତ ଉଇକେଟ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

ଓ୍ବାର୍ନର ସନରାଇଜର୍ସ ହାଇଦ୍ରାବାଦ ଦଳର ଅଧିନାୟକ

ମୁମ୍ବାଇ,୨୭ା୨- ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱରେ ପରିବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲୟମସନଙ୍କୁ ହଟାଇ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ପୁଣି...

ଆଧୁନିକ ଅଲିମ୍ପିକ୍ସରେ ଭାରତ

ପ୍ରଥମ ଆଧୁନିକ ଅଲିମ୍ପିକ୍‌ କ୍ରୀଡ଼ା ୧୮୯୬ ଏଥେନ୍ସରେ ଅନୁଷ୍ଠିତ ହୋଇଥିବାବେଳେ ୧୯୦୦ରେ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ପ୍ରଥମଥର ପାଇଁ ନର୍ମାନ୍‌ ପ୍ରିଚାର୍ଡ (ଆଙ୍ଗ୍ଲୋ ଇଣ୍ଡିଆନ୍‌)...

ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ...

ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମିଲ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌

ନୂଆଦିଲ୍ଲୀ, ୧୮।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୮ରୁ ୟୁଏଇରେ ଆରମ୍ଭ ହେବ।...

ସାନ ଭାଇଙ୍କୁ ଆଉଟ୍‌ କଲେ ବଡ଼ ଭାଇ: ଦେଖନ୍ତୁ ଆଉଟ୍‌ ପରେ କେମିତି ଥିଲା ପ୍ରତିକ୍ରିୟା

ମୁମ୍ବାଇ,୨୯।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୨ର ଚତୁର୍ଥ ମ୍ୟାଚରେ ଲକ୍ଷ୍ନୌର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ତାଙ୍କ ଭାଇ ଗୁଜୁରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ...

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି।...

ଆଇପିଏଲ ପୂର୍ବରୁ ଆରସିବିକୁ ଲାଗିଲା ବଡ଼ ଝଟ୍‌କା

ଚେନ୍ନାଇ, ୪ା୪- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ଲାଗିଛି ବଡ଼ ଝଟ୍‌କା। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆସନ୍ତା ୯ ତାରିଖରେ ଖେଳାଯିବାକୁ ଚଳିତ ଆଇପିଏଲର ଉଦ୍‌ଘାଟନୀ...

Advertisement
Archives

Model This Week