Posted inଖେଳ

ଇତିହାସ ରଚିଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର: ପଛରେ ପଡ଼ିଲେ ସଚିନ-ସେହ୍ବାଗ…

ଲାହୋର,୨୨।୩: ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟରେ ଇତିହାସ ରଚିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌। ଟେଷ୍ଟର ପ୍ରଥମ ଇନିଂସରେ ସ୍ମିଥ ୫୯ ରନର ଇନିଂସ ଖେଳି ବିଶ୍ୱ ରେକର୍ଡ କରିଛନ୍ତି। ସେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ, ବିରେନ୍ଦ୍ର ସେହ୍ବାଗ ଓ କୁମାର ସାଙ୍ଗାକାରାଙ୍କୁ ପଛରେ ପକାଇ ଦେଇଛନ୍ତି। ସ୍ମିଥ ୧୫୦ ଟେଷ୍ଟ ଇନିଂସ ପରେ ସର୍ବାଧିକ ରନ ହାସଲକାରୀ କ୍ରିକେଟର ହୋଇଯାଇଛନ୍ତି। ପୂର୍ବରୁ ସାଙ୍ଗାକାରା ୧୫୦ ଇନିଂସ ପରେ ସର୍ବାଧିକ ରନ ହାସଲକାରୀ କ୍ରିକେଟର ଥିଲେ। ହେଲେ ଲାହୋର ଟେଷ୍ଟରେ ସ୍ମିଥ ଏହି ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ସ୍ମିଥ ବର୍ତ୍ତମାନ ସୁଦ୍ଧା ଟେଷ୍ଟ କ୍ରିକେଟରେ ୭,୯୯୩ ରନ ହାସଲ କରିଛନ୍ତି। ଏହି ତାଲିକାରେ ସାଙ୍ଗାକାରା ୭୯୧୩ ରନ ସହ ଦ୍ୱିତୀୟ ସ୍ଥାନକୁ ଖସିଛନ୍ତି। ତାଙ୍କ ପଛକୁ ସଚିନ ତେନ୍ଦୁଲକର ୧୫୦ ଟେଷ୍ଟ ଇନିଂସ ପରେ (୭୮୬୯ ରନ), ସେହ୍ବାଗ (୭୬୯୪ ରନ) ଓ ଦ୍ରାବିଡ (୭୬୮୦ ରନ) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri