ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ତେବେ ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ମିହ୍ନାଜ କାଦ୍ରୀ ।
କାନ୍ଦ୍ରୀ ଏକ ସ୍କୁଟିରେ ବ୍ରାଉନ୍‌ସୁଗାର ନେଇ ଯାଇଥିବା ଏସ୍‌ଟିଏଫ୍‌କୁ ଖବର ମିଳିଥିଲା। ଖବର ପାଇ କାନ୍ଦ୍ରୀ ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଗତ ୨୫ ଦିନ ମଧ୍ୟରେ ଏସ୍‌ଟିଏଫ୍‌ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରି ୨ କେଜି ୫୫୨ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ୨ ଟନ୍‌ ଗଞ୍ଜେଇ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନିଫର୍ମ ବାବଦରେ ଜେଲ କର୍ମଚାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଜେଲ କର୍ମଚାରୀଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ। ବର୍ଷକୁ ଏବାବଦରେ ଅଫିସରଙ୍କୁ ୩ହଜାର ଟଙ୍କା ଓ କର୍ମଚାରୀଙ୍କୁ ୪ହଜାର ଟଙ୍କା ଦିଆଯିବ। ଏନେଇ ଗୃହ ବିଭାଗ...

ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନିଯୁକ୍ତି ନ ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାରମ୍ବାର ଦାବି...

ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍‌

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି।...

କାର୍ତ୍ତିକରେ ମିଳିବ ଅବଢ଼ା

ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।...

ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ହୋମ କ୍ୱାରାଣ୍ଟାଇନରେ ରହିଲେ ରାୟଗଡ଼ା ସିଡିଏମ୍‌ଓ

ରାୟଗଡା ଅଫିସ,୧୦।୬-ରାୟଗଡା ଜିଲାରେ ବୁଧବାର ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଯୁବତୀ ରହିଥିବାବେଳେ ଅନ୍ୟ ଜଣେ ପୁରୁଷ...

ରାଜଧାନୀ ଜଗିବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ଆଜି ଦୀପାବଳି। ହେଲେ ମହାମାରୀ କରୋନା ପାଇଁ ଏଥର ଏହି ଆଲୋକର ପର୍ବ ଫିକା ପଡ଼ିବାକୁ ଯାଉଛି। ବାଣ ଫୁଟାଇ ଧୁମ୍‌ଧାମ୍‌ରେ ଦୀପାବଳି...

୫ ବର୍ଷରେ ୪୦୬ ହାତୀ ମୃତ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ରାଜ୍ୟରେ ବର୍ଷକୁ ପ୍ରାୟ ୮୧ଟି ହାତୀଙ୍କର ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ୨୦୧୬-୧୭ରୁ ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୪୦୬ ହାତୀଙ୍କର ମୃତ୍ୟୁ ଘଟିଥିବା...

Advertisement
Archives

Model This Week