ଏସ୍‌ଟିଏଫ୍‌-ପୋଲିର ମିଳିତ ଚଢ଼ାଉ: ୫ ପିସ୍ତଲ ଜବତ

ଢେଙ୍କାନାଳ ଅଫିସ,୧୬।୮: ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ଏବଂ ଢ଼େଙ୍ଗ ବରେଇ ଅଞ୍ଚଳରେ ମଙ୍ଗଳବାର ଏସ୍‌ଟିଏଫ୍‌ ଓ ସଦର ଥାନା ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲା। ଏଥିରେ ୫ଟି ପିସ୍ତଲ, ୬ ଅଫୁଟା ଗୁଳି, ଗୋଟିଏ ମୋବାଇଲକୁ ଜବତ କରାଯାଇଛି। ଏହି ଘଟଣାରେ ଉକ୍ତ ଅଞ୍ଚଳର ରୋହିତ ନାୟକଙ୍କୁ ଗିରଫ କରାଯାଇଛି। ଏନେଇ ସଦର ଥାନାରେ ମାମଲା ନଂ-୩୬୨/୨୨ ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri