Posted inଜାତୀୟ

ଏବେବି ଫସିଛନ୍ତି ୪ ହଜାର

ନୂଆଦିଲ୍ଲୀ:୮।୩: ଅପରେଶନ ଗଙ୍ଗା ଜରିଆରେ କେନ୍ଦ୍ର ସରକାର ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେସୁଦ୍ଧା ୟୁକ୍ରେନ୍‌ରେ ୪ ହଜାର ଭାରତୀୟ ଫସି ରହିଥିବା କେନ୍ଦ୍ରମନ୍ତ୍ରୀ ଭି. ମୂରଲୀଧରନ କହିଛନ୍ତି। ଫସିଥିବା ଭାରତୀୟଙ୍କ ମଧ୍ୟରୁ ପାଖାପାଖି ୩ ହଜାର କ୍ୱିଭ୍‌ ଓ ଏହାର ପଡ଼ୋଶୀ ଅଞ୍ଚଳଗୁଡ଼ିକରେ ଫସିଥିବାବେଳେ ସୁମିରେ ୬୦୦ରୁ ଊର୍ଦ୍ଧ୍ୱ ଭାରତୀୟ ମେଡ଼ିକାଲ ଛାତ୍ରୀଛାତ୍ର ଫସିରହିଛନ୍ତି। ଅପରେଶନ ଗଙ୍ଗା ନେଇ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଷ୍ଟ୍ର ମୁଖ୍ୟଙ୍କ ସହ ଆଲୋଚନା କରିଥିବା ସେ କହିଛନ୍ତି।
ଅନ୍ୟପଟେ ସୁମିରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲୋଗାମୀ, ନିଜ ସହିତ ନିଜର ବିବାହ କ୍ରେଜ୍‌ ବଢୁଛି, ନିଜଠୁ ନେଇ ହେବ କି ଛାଡ଼ପତ୍ର ?…

ନୂଆଦିଲ୍ଲୀ, ୫।୬ : ସୋଲୋଗାମୀ ଅର୍ଥ ହେଉଛି ନିଜ ସହିତ ନିଜର ବିବାହ କରିବା। ଯେଉଁମାନେ ଅନ୍ୟ କାହାକୁ ବିବାହ କରି ସେମାନଙ୍କର ସ୍ବାଧୀନତାକୁ ନଷ୍ଟ...

୫୧ ବର୍ଷ ତଳେ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏନ୍‌-୧୨ର ଭଗ୍ନାବଶେଷ ମିଳିଲା

ଚଣ୍ଡିଗଡ଼,୧୯।୮: ବାୟୁସେନାର ଏନ୍‌-୧୨ ବିଏଲ୍‌-୫୩୪ ବିମାନ ୫୧ ବର୍ଷ ତଳେ ୧୯୬୮ ଫେବୃୟାରୀ ୭ରେ ହିମାଚଳପ୍ରଦେଶ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଯାଇଥିଲା। ସେତେବେଳେ ଏନେଇ ବହୁ...

ପଛୁଆ ଚାଲି ବିରୋଧ ପ୍ରଦର୍ଶନ କଲେ ଚନ୍ଦ୍ରାବାବୁ

ଅମରାବତୀ,୧୬।୧୨: ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସୋମବାର ଅମରାବତୀରେ ନିଆରା ଢଙ୍ଗରେ ବିରୋଧ...

କୋଲକାତାରେ ବିକ୍ରି ହେଉଛି ଦିଦି ସନ୍ଦେଶ, ମୋଦି ମିଠାଇ

କୋଲକାତା,୩।୪: ପଶ୍ଚିମବଙ୍ଗ ନିର୍ବାଚନରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ନାନା ବାଦବିବାଦ ଦେଖାଦେଇଛି। ଏହି ନିର୍ବାଚନରେ ଜିତିବା ପାଇଁ ଟିଏମ୍‌ସି ଏବଂ ଭାଜପା କଠିନ ପରିଶ୍ରମ କରୁଛନ୍ତି।...

କଙ୍ଗନା କିଣିଲେ ମୋଦିଙ୍କୁ ମିଳିଥିବା ରାମ ଜନ୍ମଭୂମୀ ମାଟି, କହିଲେ ନମାମି ଗଙ୍ଗାରେ ଛୋଟିଆ ସହଯୋଗ

ନୂଆଦିଲ୍ଲୀ,୩ ।୧୦: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ରବିବାର ରାଷ୍ଟ୍ରୀୟ କଳା ସଂଗ୍ରହାଳୟ ପହଞ୍ଚି ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାର ନିଲାମିରେ ଭାଗ...

ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପଶୁ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାର ଶୁଣାଣି ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ। ରାଜ୍ୟ ଆଇନ ବିଭାଗ ଏହାକୁ...

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ପୁଣି ଥରେ ଏମ୍ସ ଯାଇପାରନ୍ତି ଶାହ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଏବେ ସେ ଲାଇଫ୍‌ ସପୋର୍ଟରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ...

ପ୍ରିୟଙ୍କା ଧରିବେ କଂଗ୍ରେସ ପ୍ରଚାର ମଙ୍ଗ

ନୂଆଦିଲ୍ଲୀ,୧୮।୧୦: ଉତ୍ତର ପ୍ରଦେଶରେ ଆସନ୍ତା ଫେବୃୟାରୀ-ମାର୍ଚ୍ଚ ଆଡ଼କୁ ବିଧାନସଭା ନିର୍ବାଚନ ହେବ। ଏଥିଲାଗି ତାରିଖ ଘୋଷଣାକୁ ଅନେକ ଦିନ ବାକି ଥିବାବେଳେ ସବୁ ରାଜନୈତିକ ଦଳ...

Advertisement
Archives

Model This Week