Posted inରାଜ୍ୟ

ତଥାପି ଜଳୁଛି ଶିମିଳିପାଳ: ଫାଙ୍କା ପଡ଼ିଛି ବନକର୍ମଚାରୀ ପଦବୀ

ବାରିପଦା ଅଫିସ,୨୪ା୩ – ଶିମିଳିପାଳ ଅଭୟାରଣ୍ୟରୁ ନିଆଁ ସମ୍ପୂର୍ଣ୍ଣ ଲିଭିଯାଇଥିବା କୁହାଯାଉଥିବା ବେଳେ ଏବେ ବି କିଛି ସ୍ଥାନରେ ନିଆଁ ଜଳୁଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଉତ୍ତର ଓ ଦକ୍ଷିଣ ବନଖଣ୍ଡର୧୯ଟି ସ୍ଥାନରେ ନିଆଁ ଲାଗିଥିବା ବେଳେ ବନକର୍ମଚାରୀମାନେ ଏହାକୁ ଆୟତ୍ତ କରିଥିବା ସୂଚନା ମିଳିଛି। ନିଆଁଲିଭା କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା କିଟ୍‌ ଯୋଗାଇବା ପାଇଁ ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ନିର୍ଦ୍ଦେଶ ଦେଇଛନ୍ତି। ଏହି ସବୁ ସାମଗ୍ରୀ କାମ୍ପା ଫଣ୍ଡ୍‌ରେ କିଣିବାକୁ କୁହାଯାଇଛି। ତେବେ ବନକର୍ମଚାରୀ ପଦବୀ ଫାଙ୍କା ପଡ଼ିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ ହେଉଛି। ଅଣାୟତ୍ତ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ମନ୍ଦ ଉଦ୍ଦେଶ୍ୟ ରଖି ଜଙ୍ଗଲରେ ନିଆଁ ଲଗାଉଥିବା ଲୋକଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri