ଏବେ ବି ବଞ୍ଚତ୍ଛି: ପୋପ୍‌

ରୋମ୍‌, ୧।୪: ପୋପ୍‌ ଫ୍ରାନ୍ସିସ୍‌ ଶନିବାର ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଭାଟିକାନ୍‌ ଫେରିଛନ୍ତି। ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବା ସମୟରେ ପୋପ୍‌ କହିଛନ୍ତି, ମୁଁ ଏବେ ବି ବଞ୍ଚତ୍ଛି। ଶ୍ୱାସକ୍ରିୟାରେ ଅସୁବିଧା ବୋଧ କରିବା ପରେ ବୁଧବାର ୮୬ ବର୍ଷୀୟ ପୋପ୍‌ଙ୍କୁ ରୋମ୍‌ସ୍ଥିତ ଗେମେଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶନିବାର ହସ୍ପିଟାଲରୁ ବାହାରିବା ସମୟରେ ସେ ଓ୍ବାକିଂ ଷ୍ଟିକ୍‌ ଧରି ଯାଉଥିବାର ଦେଖିବାକୁ ମିଳିଥିଲା। ସେଠାରେ ଉପସ୍ଥିତ ଖବରଦାତାଙ୍କୁ ପ୍ରତିକ୍ରିୟା ଦେଇ ଚିକିତ୍ସା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri