ବଜେଟ ପରେ ଶେୟାର ବଜାରରେ ଉତ୍ସାହ…

ନୂଆଦିଲ୍ଲୀ,୧।୨ : ବଜେଟ ପରେ ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। ସେନ୍ସେକ୍ସ ଏବଂ ନିଫ୍ଟି ଉଭୟ ଲାଭ ସହିତ ଖୋଲିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଭାଷଣ ସମୟରେ ଷ୍ଟକ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଥିଲା। ପ୍ରାୟ ୧୧୦୦ ପଏଣ୍ଟ ହାସଲ କରି ସେନସେକ୍ସ ୬୦ ହଜାର ଅତିକ୍ରମ କରିଥିଲା।

ଅନ୍ୟ ପଟେ, ନିଫ୍ଟି ମଧ୍ୟ ୨୭୪ ପଏଣ୍ଟ ହାସଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri