ଶେୟାର ବଜାର ଉପର ମୁହାଁ, ସେନସେକ୍ସରେ ୩୪୫ ଅଙ୍କ ବୃଦ୍ଧି,ନିଫ୍ଟି ୧୯୯୦୦ ଟପିଲା…

ମୁମ୍ବାଇ,୧୧।୯ : କ୍ରମାଗତ ସପ୍ତମ ଦିନ ପାଇଁ ଷ୍ଟକ ମାର୍କେଟରେ ବୃଦ୍ଧି ଦୃଷ୍ଟି ଗୋଚର ହୋଇଛି। ସୋମବାର ପ୍ରମୁଖ ସୂଚକାଙ୍କ ଜୋରଦାର କାରବାର କରୁଛି। ପୂର୍ବାହ୍ନ ୯ଟା ୨୦ରେ, ସେନସେକ୍ସ ୬୬,୮୪୪.୨୮ ସ୍ତରରେ ୨୪୫.୩୭ ଅଙ୍କ (୦.୩୬ ପ୍ରତିଶତ) ଅଙ୍କ ବୃଦ୍ଧି ସହିତ କାରବାର କରୁଥିବାବେଳେ ନିଫ୍ଟି ୧୯,୯୦୩.୮୦ ସ୍ତରରେ ୮୩.୮୫ ଅଙ୍କ (୦.୪୨ ପ୍ରତିଶତ) ବୃଦ୍ଧି ହାସଲ କରି କାରବାର କରୁଥିବା ଦେଖାଯାଇଛି ।

ବଜାରରେ ଧାତୁ କ୍ଷେତ୍ରର ଶେୟାରରେ ଭଲ କ୍ରୟ ଦୃଶ୍ୟମାନ ହୋଇଛି। ଘରୋଇ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟ ଏବଂ ଜୁଲାଇ ଶିଳ୍ପ ଉତ୍ପାଦନ ତଥ୍ୟ ପୂର୍ବରୁ ସୋମବାର କ୍ରମାଗତ ସପ୍ତମ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟଗୁଡିକ ଲାଭ ସହିତ ଖୋଲିଛି। ସମସ୍ତ କ୍ଷେତ୍ରରେ ଲାଭ ଦେଖିବାକୁ ମିଳିଛି।

ସେନସେକ୍ସ କମ୍ପାନୀଗୁଡିକ ମଧ୍ୟରେ ଏଚସିଏଲ ଟେକ, ଟାଟା ମୋଟର୍ସ, ଏନଟିପିସି, ୱିପ୍ରୋ ଏବଂ ପାୱାର ଗ୍ରୀଡ ଲାଭ ସହ ଖୋଲିଥିବାବେଳେ କେବଳ ଇନଫୋସିସ, ଭାରତ ଏୟାରଟେଲ ଏବଂ ଇଣ୍ଡିଗୋ ଇଣ୍ଡିଆ ବ୍ୟାଙ୍କ କ୍ଷତି ସହ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri