ବଜେଟ୍‌ ପୂର୍ବରୁ ଚମକିଲା ଶେୟାର ମାର୍କେଟ୍‌

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ ପୂର୍ବରୁ ଶେୟାର ବଜାରରେ ବୃଦ୍ଧି ଦେଖିବାକୁ ମିଳିଛି। ଷ୍ଟକ ମାର୍କେଟ ଧୀରେ ଧୀରେ ଆରମ୍ଭ ହୋଇଛି। ସକାଳ ୯.୫୨ ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (BSE) ସେନସେକ୍ସ ୨୮୩.୮୭ ପଏଣ୍ଟ ବୃଦ୍ଧି ସହିତ ୭୭,୭୪୩.୬୮ ସ୍ତରରେ କାରବାର କରୁଛି। ଏହା ବ୍ୟତୀତ, ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (NSE)ର ନିଫ୍ଟି ୬୫.୦୫ ପଏଣ୍ଟ ବୃଦ୍ଧି ସହିତ ୨୩,୫୭୧.୫୫ରେ କାରବାର କରୁଛି।
ସକାଳ ୧୦.୨୦ରେ, BSE ସେନସେକ୍ସ ୨୨୬.୭୦ ପଏଣ୍ଟ କିମ୍ବା ୦.୨୯ ପ୍ରତିଶତ ବୃଦ୍ଧି ସହିତ ୭୭,୭୨୭.୨୭ ସ୍ତରରେ ଖୋଲିଥିଲା। ଏହା ବ୍ୟତୀତ, NSEର ନିଫ୍ଟି ୬୨.୪୫ ଅର୍ଥାତ୍‌ ୦.୨୭ ପଏଣ୍ଟ ବା ୨୩,୫୭୦ ସ୍ତରରେ କାରବାର କରୁଛି।
ସୂଚନାଯୋଗ୍ୟ, ଶୁକ୍ରବାର BSEର ସେନ୍ସେକ୍ସ ୭୪୧(୭୪୦.୭୬) ପଏଣ୍ଟ ବଢି ୭୭,୫୦୧ (୭୭,୫୦୦.୫୭) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି NSEର ନିଫ୍ଟି-୫୦ରେ ମଧ୍ୟ ୨୫୯ (୨୫୮.୯୦) ପଏଣ୍ଟ ବୃଦ୍ଧି ଘଟି ୨୩,୫୦୮(୨୩,୫୦୮.୪୦) ଅଙ୍କରେ କାରବାର ଶେଷ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ ବୈଠକ: ୧୩ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୯।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ…

ସରକାରଙ୍କ ବଡ଼ ଘୋଷଣା: ସରକାରୀ କାମରେ ବିଳମ୍ବ କଲେ ଗଣିବେ ଜରିମାନା

ନୂଆଦିଲ୍ଲୀ, ୯।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାର ଉତ୍ତରଦାୟିତ୍ୱ ବଢ଼ାଇବା ଏବଂ ସାଧାରଣ ଲୋକଙ୍କୁ ସରକାରୀ ସେବା…

ଫୋନରେ କଥା ହେଲେ ଜେଲେନସ୍କି-ମୋଦି: ହେଲା ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ଯୁଦ୍ଧ ଶେଷ ପାଇଁ …

ନୂଆଦିଲ୍ଲୀ, ୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନରେ ଜାରି…

ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା: ଭାରତୀୟ ଦଳକୁ ଫେରିଲେ ୨ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୯।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇଛି। ସ୍ମୃତି…

ହସିନାଙ୍କ ସ୍ୱଦେଶ ଫେରିବା ଚର୍ଚ୍ଚା; ବଡ଼ କଥା କହିଲେ ବାଂଲାଦେଶ ସରକାର, ରାଜନୈତିକ…

ଢାକା,୯।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ସ୍ୱଦେଶ ଫେରିବା ନେଇ ଚାଲିଥିବା ଚର୍ଚ୍ଚା ଉପରେ ପ୍ରଶ୍ନ ଉଠାଇଛନ୍ତି ସରକାର । ହସିନାଙ୍କ ସାମ୍ପ୍ରତିକ କାର୍ଯ୍ୟକଳାପ କେବଳ…

ଏମିତି ବି ଆସେ ମୃତ୍ୟୁ… କ୍ଲାସ୍‌ରୁମ୍‌ରେ ଟଳିପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ

ରାଜକନିକା,୯।୧୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ତ୍ରିଲୋକ୍ୟପୁର ପଞ୍ଚାୟତ ଆୟତନସ୍ଥିତ କମଳା ମଡେଲ ଆଦର୍ଶ ଉଚ୍ଚ ବାଳିକା ବିଦ୍ୟାଳୟରେ ସୋମବାର ଘଟିଛି ଏକ ଦୁଃଖଦ…

ଆଜିଠୁ ଫୁଟାଇ ପାରିବେନି ରକେଟ୍ ବାଣ, ଜାରି ହେଲା କଟକଣା

ମୁମ୍ବାଇ,୯।୧୧: ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ଅଗ୍ନିକାଣ୍ଡ ଘଟଣା ବଢ଼ିବା ପରେ ମୁମ୍ବାଇରେ ବଡ଼ ପଦକ୍ଷେପ ନେଇଛି ବୃହନ୍‌ମୁମ୍ବାଇ ମ୍ୟୁନିସିପାଲ୍‌ କର୍ପୋରେସନ୍‌ (BMC) । ସହରରେ ରକେଟ୍‌…

ବିବାହ ବନ୍ଧନରେ ବାନ୍ଧି ହେବେ ଏହି ଷ୍ଟାର ଯୋଡି, ସାମିଲ୍ ହେବେ ରଜନୀକାନ୍ତ

ଚେନ୍ନାଇ,୯।୧୧: ସଙ୍ଗୀତ ନିର୍ଦ୍ଦେଶକ ଅନିରୁଦ୍ଧ ରବିଚନ୍ଦର ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସନ୍‌ରାଇଜର୍ସ ହାଇଦ୍ରାବାଦର ସିଇଓ କାବ୍ୟା ମାରନଙ୍କ ସହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?