ଚୋରି କିପରି ରୋକାଯିବ ୟୁଟ୍ୟୁବରେ ଦେଉଥିଲେ ପ୍ରବଚନ, ଶେଷରେ ନିଜେ ଚୋରି କରି ହେଲେ ବନ୍ଧା

ଭୁବନେଶ୍ୱର,୨୮ା୮: ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଇତିମଧ୍ୟରେ ଗିରଫ ହୋଇଛନ୍ତି। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ କ୍ୟାଶ, ବାଇକ୍‌, ଲୁହା ରଡ୍‌ ଜବତ ହୋଇଛି। ବ୍ୟକ୍ତି ଜଣକ କଟକର। ସେ ଏକ ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିଲେ। ଚୋରି କରିବା ଅପରାଧ, ଏହାକୁ କିପରି ରୋକା ଯାଇ ପାରିବ ସେସମ୍ପର୍କରେ ଲୋକମାନଙ୍କୁ ପ୍ରବଚନ ଦେଉଥିଲେ। ମାତ୍ର ନିଜେ ଚୋରି କରି ବନ୍ଧା ହେବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri