ଶୋ’ରୁମ୍‌ ସଟର ତାଡ଼ି ୮ ଲକ୍ଷ ଚୋରି କଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୪ା୨: ବ୍ରହ୍ମପୁର ସହରରେ କିଛି ଦିନର ନୀରବତା ପରେ ପୁଣିଥରେ ଚୋରି ଭଳି ଘଟଣା ସାମ୍ନାକୁ ଲାଗିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ାସିଙ୍ଗିରେ ଥିବା ବାଜାଜ୍‌ ଶୋ’ରୁମରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଟଙ୍କା ଚୋରିକରି ନେଇଛନ୍ତି। ବୁଧବାର ସକାଳେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ୍‌, ଡଗ୍‌ ସ୍କ୍ବାର୍ଡ ଏବଂ ସୋରୁମରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ଏବେ ଲୁଟେରାଙ୍କ ସୁରାକ୍‌ ପାଇବା ପାଇଁ ଜୋରଦାର ଉଦ୍ୟମ ଚଳାଇଛି।
ପ୍ରକାଶ ଯେ, ସୋରୁମ୍‌ ମାଲିକ ଆଲୋକ ଚନ୍ଦ୍ର ବାଜପେୟୀ ସଟର ଭଙ୍ଗା ଯାଇଥିବା ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ ଉପସ୍ଥିତିରେ ଆଲୋକ ଶୋ’ରୁମ ଭିତରେ ପହଞ୍ଚତ୍ ଦେଖିବା ବେଳେ ସେ ଡ୍ରରେ ରଖିଥିବା ୮ ଲକ୍ଷ ୭୬ ହଜାର ଟଙ୍କା ନ ଥିବା ଜାଣିବାକୁ ପାଇଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁକରି ଘଟଣାର ଛାନ୍‌ଭିନ ଆରମ୍ଭ କରିଥିବା ଥାନାଧିକାରୀ ସାରଦା ପ୍ରସନ୍ନ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକନ୍ଦା ମେଳନ ପଡ଼ିଆକୁ ସ୍ଥାନାନ୍ତର ହେଲା କଣାସ ହାଟ

କଣାସ,୩।୨୦(ସ୍ବ.ପ୍ର.)- ସାରା ଦେଶରେ ଲକଡାଉନ ଜାରି ରହିଥିବା ବେଳେ ଲୋକମାନଙ୍କୁ ଘରେ ରହିବାକୁ ସଚେତନ କରାଯାଉଛି। କିନ୍ତୁ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି...

ଜଙ୍ଗଲ ରାସ୍ତାରୁ ନାବାଳକ ଉଦ୍ଧାର

ପରଜଙ୍ଗ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପୋଲିସ ସୋମବାର ସାରେ ଜଣେ ନାବାଳକଙ୍କୁ ଗଡ଼ପଳାଶୁଣୀ ନିକଟ କରଡାଖମଣ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ...

ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା

ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ...

କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ...

ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ...

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି।...

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି...

Advertisement

BGU

Archives

Model This Week

Why Dharitri