ଘର ସମ୍ମୁଖରୁ ଟ୍ରାକ୍ଟର ନେଇଗଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଲିଗୁଡା ଥାନା ଜଗେରମାହା ଗ୍ରାମରୁ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର ଚୋରି ଯାଇଥିବା ବାଲିଗୁଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି।

ପ୍ରକାଶ ଯେ, ଜଗେରମାହା ଗ୍ରାମର ଅଭିନ୍ୟ ଦିଗାଲଙ୍କ ଟ୍ରାକ୍ଟର ପ୍ରତିଦିନ ଭଳି ନିଜ ଘର ସମ୍ମୁଖରେ ରଖି ସହ ପରିବାର ଘରେ ଶୋଇଥିବା ସମୟରେ କେହି ଦୁର୍ବୃତ୍ତ ଟ୍ରାକ୍ଟରଟିକୁ ଚୋରି କରିନେଇଯାଇଥିବା ଥାନାରେ ଅଭିନ୍ୟଙ୍କ ସ୍ତ୍ରୀ ସଂଗୀତା ହେମ୍ରମ ଅଭିଯୋଗ କରିଛନ୍ତି। ଏଥିସହ ଅଭିନ୍ୟଙ୍କ ପରିବାର ସଦସ୍ୟ ଟ୍ରାକ୍ଟର ଟିକୁ ଖୋଜାଖୋଜି କରୁଥିବା ଜଣାପଡ଼ିଛି। ସେମାନେ ତିଲୋରୀ, ସିମନବାଡ଼ି ଆଦି ଅଞ୍ଚଳର ବିଭିନ୍ନ ସ୍ଥାନରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଥିବା ଅଭନ୍ୟଙ୍କ ସମ୍ପର୍କୀୟ ଭାଇ ବିଜୁ ଦିଗାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri