Advertisement

ଓକିଲଙ୍କଠାରୁ ୨ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ

ବୌଦ୍ଧ, ୨୪।୧(ସ୍ବ.ପ୍ର): ବୌଦ୍ଧ ସହରରେ ଲୁଟପାଟ ଏକ ନିତିଦିନିଆ ଘଟଣା ପାଲଟିଛି ା କେତେବେେଳେ ଦୁର୍ବୁତ୍ତ ରାସ୍ତା ଉପରୁ ଲୁଟ କରୁଥିବା ବେଳେ ଆଉ କେତେବେଳେ ଘର ମାଲିକ ଘରେ ନ ଥିବାବେଳେ ଲୁଟ ହେଉଥିବା ଜଣାପଡିଛି। ସୋମବାର ଦ୍ୱିପ୍ରହରରେ ଜଣେ ବରିଷ୍ଠ ଓକିଲଙ୍କ ଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମତେ ଓକିଲ ଦେବେନ୍ଦ୍ରନାଥ ଗୁରୁ ଷ୍ଟେଟବ୍ୟାଙ୍କରେ ନିଜର ସଞ୍ଚିତ ଅର୍ଥ ୨ଲକ୍ଷ ଟଙ୍କା ଉଠାଇ କୋର୍ଟ ଛକ ନିକଟରେ ଥିବା ଡାକଘରକୁ ବାନ୍ଧିବାକୁ ଯାଉଥିଲେ। ଏକ ବାଇକରେ ଦୁଇଜଣ ଦୁର୍ବୁତ୍ତ ଆସି ଡାକଘର ସମ୍ମୁଖରୁ ୨ ଲକ୍ଷଟଙ୍କା ଝାମ୍ପିନେଇ ପଳାଇଥିଲେ। ଦୁର୍ବୁତ୍ତମାନେ ଏକ କେଟିଏମ ବାଇକ ଯୋଗେ ବୁଟୁପାଲି ଠାରୁ ବଘିଆପଡା ଆଡକୁ ଚାଲିଯାଇଥିବା ଜଣାପଡିଛି ା କିଛି ସାମ୍ବାଦିକ ଦୁର୍ବୁତ୍ତଙ୍କ ପିଛା କରିଥିଲେ ମଧ୍ୟ ଟେର ପାଇପାରି ନ ଥିଲେ ା ଏନେଇ ଓକିଲ ଗୁରୁ ବୌଦ୍ଧ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଦାମୋଦର ମେଳା

ବାରିପଦା ଅଫିସ,୧୭।୧- ମୟୂରଭଞ୍ଜ ଜିଲାରେ ମକର ହେଉଛି ଗଣପର୍ବ। ଏହି ପର୍ବ ସମୟରେ ଜିଲାର ବାରୁଣୀ ଘାଟରେ ଆରମ୍ଭ ହୋଇଥାଏ ଦାମୋଦର ମେଳା। ବାରିପଦା ସହର...

୪୨ ବର୍ଷରେ ବଇଣ୍ଡା ଚନ୍ଦନଯାତ୍ରା

( ପରିକ୍ଷିତ ସାହୁ ) ବଇଣ୍ଡା,୨୩।୫: ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାରଠାରୁ ଏହି ଯାତ୍ରା ଆରମ୍ଭ...

ଅପରାଧିକ ସମୀକ୍ଷା କଲେ ଗଞ୍ଜାମ ଏସ୍‌ପି

ପୁରୁଷୋତ୍ତମପୁର,୧୧ା୧(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲାରେ ନୂତନ ଏସ୍‌ପି ଭାବେ ଯୋଗଦେଇ ଥିବା ଜଗମୋହନ ମୀନା ବୁଧବାର ଜିଲାରେ ପ୍ରଥମଥର ଲାଗି ପୁରୁଷୋତ୍ତମପୁର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟକୁ ଆସି...

ଜିଲାପାଳଙ୍କୁ ଭେଟିଲେ ଠକେଇର ଶିକାର ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୨୧ା୬- ଭୁବନେଶ୍ୱରରେ ଏକ ଶିକ୍ଷା ଅନୁଷ୍ଠାନରେ ମାଗଣା ପଢ଼ିବା, ରହିବା, ଖାଇବା ଇତ୍ୟାଦି ପ୍ରଲୋଭନ ଦେଖାଇ କନ୍ଧମାଳର ଜଣେ ଯୁବକ ପାଖାପାଖି ୨୦...

ଚିନିକଳ ବିକ୍ରି ଗୁଜବ : ଏକାଠି ହେଲେ କୃଷକ, ନେତା, ହେବ ଆନ୍ଦୋଳନ

ନୟାଗଡ଼ ଅଫିସ,୧୭ା୬:  ନୟାଗଡ଼ ଜିଲା ସଦର ବ୍ଲକ ପାଣିପୋଇଲାଠାରେ ଥିବା ଚିନିକଳ ବିକ୍ରି ନେଇ ଗୁଜବ ପ୍ରଚାର ହେବା ପରେ ଏବେ ଜିଲାସାରା ଗୋଟିଏ ଚର୍ଚ୍ଚା।...

ସାପ କାମୁଡାରେ ଜୀବନ ଗଲା

ଯୋଡ଼ା, ୩୦।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୀତାବେଡାଠାରେ ସାପ କାମୁଡାରେ ଲୋଚନ ପଲେଇ(୫୮)ଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ରବିବାର ପୂର୍ବାହ୍ନରେ ଲୋଚନ...

ରଜ ପାଇଁ ବଟେଶ୍ୱର ବେଳାଭୂମିରେ ପ୍ରବଳ ଭିଡ଼

ଗଞ୍ଜାମ,୧୫।୬(ଡି.ଏନ.ଏ.)ଗଞ୍ଜାମ ଜିଲା କଣ୍ଟିଆଗଡ଼ ଗ୍ରାମ ଠାରୁ କିଛି ଦୂରରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବପୀଠ ଅବସ୍ଥିତ । ଝାଉଁ ବଣ ଜଙ୍ଗଲ ମଧ୍ୟରେ ଥିବା ଏହି...

ଜାନୁୟାରୀରୁ ଚାଲିବ ଭଦ୍ରକ-ପୁରୀ ପାସେଞ୍ଜର

ଭଦ୍ରକ ଅଫିସ, ୮ା୧୨: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ବିଭିନ୍ନ ଷ୍ଟେଶନ କାର୍ଯ୍ୟର ଅଗ୍ରଗତି ବାବଦରେ ଭୁବନେଶ୍ୱର ପୂର୍ବତଟ ରେଳବାଇ ମୁଖ୍ୟାଳୟଠାରେ ଜେନେରାଲ ମ୍ୟାନେଜର ଏବଂ...

Advertisement
Archives

Model This Week