ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଜବତ

ପଦ୍ମପୁର,୯ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ପୋଲିସ ଏକ ଚୋରା କୋଇଲା ପିକ୍‌ଅପ୍‌କୁ ପଦ୍ମପୁରଠାରୁ ଜବତ କରିଛି। ଗାଡ଼ିରେ ୨୪ କ୍ୱିଣ୍ଟାଲ କୋଇଲା ଥିବା ବେଳେ ଚାଳକ ଫେରାର ହୋଯାଇଛନ୍ତି। ଥାନାରେ ଏ ନେଇ କେସ୍‌ ନଂ ୪୦୦/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଂହାପୁର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର

ରସୁଲପୁର,୧୩।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ଐତିହାସିକ ସିଂହାପୁର ଯାତ୍ରା ୧୪ତାରିଖରୁ ଆରମ୍ଭ ହେବ। ଏହାକୁ ନେଇ ପ୍ରସ୍ତୁତି ଜୋରଦାର ହୋଇଛି। ମଧୁତୀର୍ଥ ପୁଷ୍କରିଣୀ ତଟସ୍ଥ...

୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍‌ଲାଇନରେ ୨୭୦୯ ଓ ଅନ୍‌ଲାଇନରେ ୧୮୧୯...

ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ...

ବରଗଡ଼ରୁ ପୁଣି ଜଣଙ୍କ କରୋନାରେ ମୃତ୍ୟୁ: ଆକ୍ରାନ୍ତଙ୍କ ସଂଖ୍ୟା ୮୩୨୪ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪।୧୦: ବରଗଡ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ସେହିପରି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।...

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା...

ଫେରିଗଲା ଓପନ ଜିମ୍‌ ପାଇଁ ଆସିଥିବା ନିମ୍ନମାନର ସାମଗ୍ରୀ

ବିଷମକଟକ,୨୮।୧୨(ଡି.ଏନ୍‌.ଏ.): ବିଷମକଟକରେ ଓପନ ଜିମ୍‌ ପାଇଁ ଆସିଥିବା ବିଭିନ୍ନ ସାମଗ୍ରୀ ମଙ୍ଗଳବାର ଫେରିଯାଇଛି। ବିନା ଟେଣ୍ଡରରେ ଜଣେ ଠିକାଦାରଙ୍କୁ କ୍ରୀଡ଼ା ବିଭାଗ କାର୍ଯ୍ୟାଦେଶ ଦେଇଥିବା ନେଇ...

ଲୋକେ ପିଉଛନ୍ତି ଗୋଳିଆ ପାଣି

ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି।...

ମନ୍ତ୍ରୀଙ୍କ ପାଚେରି ଭାଙ୍ଗିଲେ ଗ୍ରାମବାସୀ

ବାରିପଦା ଅଫିସ, ୨।୧୦: ଯିବା ଆସିବା ଲାଗି ରାସ୍ତା ଛାଡ଼ିବାକୁ ଲୋକେ ଅନୁରୋଧ କରିଥିଲେ। ହେଲେ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ଲୋକଙ୍କ ରୋଷର ଶିକାର...

Advertisement
Archives

Model This Week