ଚୋରି ମୋଟର ସାଇକେଲ ଜବତ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଦ୍ମପୁର,୧୩।୨(ପ୍ରଦୀପ୍ତ ଦାଶ): ପଦ୍ମପୁର-ଜଗଦଲପୁର ରାସ୍ତାରୁ ଚୋରି ହୋଇଥିବା ୟାମାହା(R15 V4) ମୋଟର ସାଇକେଲକୁ ପୋଲିସ  ଜବତ କରିଛି। ଏହି ଘଟଣାରେ ତଦନ୍ତ କରି ପଦ୍ମପୁର ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦୀପକ ସାହୁ (୨୫) ଏବଂ ମନୋଜ କୁମାର ମହାନନ୍ଦ (୨୩)।
ଉଭୟ ଅଭିଯୁକ୍ତ ବୁର୍ଲା ଥାନା ଅଞ୍ଚଳର ଗାନ୍ଧୀପଡା ନିବାସୀ ବୋଲି ଜଣାପଡ଼ିଛି। ଗିରଫ ପରେ ଆଜି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ପଦ୍ମପୁର ଥାନାର ଆଇଆଇସି କେ. ସିମିରିଆ ମାମଲା ସମ୍ପର୍କରେ ସୂଚନା ଦେଇଛନ୍ତି l

ସୂଚନାଯୋଗ୍ୟ, ପଦ୍ମପୁର-ଜଗଦଲପୁର ରାସ୍ତାରୁ ୟାମାହା ମୋଟର ସାଇକେଲ ଚୋରି ହୋଇଥିବା ପଦ୍ମପୁର ଥାନାରେ ଅଭିଯୋଗ ହୋଇଥିଲା। ପଦ୍ମପୁର ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri