ଚୋରି ହୋଇଥିବା ସାଇକ୍ରିଷ୍ଣା ବସ ଦୁର୍ଘଟଣା ଗ୍ରସ୍ତ, ରହସ୍ୟଘେରରେ…. 

ଗଞ୍ଜାମ,୮।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଆସିକା ଅଞ୍ଚଳରୁ ଚୋରି ହୋଇଥିବା ସାଇ କ୍ରିଷ୍ଣା ବସ୍‌ ଗଞ୍ଜାମରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ଗାଡି ଭିତରେ କେହି ନ ଥିବା ବେଳେ କିଏ କାହିଁକି ଗାଡି ଚୋରି କରିଛି ତାହା  ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଖବରପାଇ ଗଞ୍ଜାମ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉକ୍ତ ବସକୁ ଜବତ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛ। ବସଟି ଭୁବନେଶ୍ୱର ପଟୁ ଦ୍ରୁତ ଗତିରେ ଆସି ଦିଭାଇଡର ଡେଇଁ ଅପର ପାର୍ଶ ଏକ ଢ଼ାବା ନିକଟସ୍ଥ ରୋଡ଼ ତଳକୁ ପଶିଯାଇଛ।
ଖବର ପାଇ ବସ ମାଲିକଙ୍କ ଭଣଜା ସୂର୍ଯ୍ୟ ନାରାୟଣ ପଲାଇ, ପୁତୁରା ବିକାଶ ପଳେଇ ଦୁର୍ଘଟଣାସ୍ଥଳରେ ପହଞ୍ଚି ଗାଡି ଉଠାଇବା ବ୍ୟବସ୍ତା କରିଛନ୍ତି । ବିକାଶଙ୍କ କହିବା ଅନୁଯାୟୀ  ଆସିକା ବସ ଷ୍ଟାଣ୍ଡରେ ପ୍ରାୟ ୧୪ ବସ ଥିଲା। ରାତି ପ୍ରାୟ ଦିଟାରେ କେହି ଦୃବୁତ ଚୋରୀ କରି ନେଇଥିବା ସିସିଟିଭି ଫୁଟେଜରୁ ଜଣା ପଡିବା ପରେ ଆସିକା ଥାନାରେ ଅଭିଯୋଗ କରାଯାଇଛି l ପୋଲିସ ସେଠାରେ ଗାଡିକୁ ଜଗିଛି।

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri