୫ ମାସ ପରେ ମିଳିଲା ଚୋରି ଟ୍ରାକ୍ଟର, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଲୋଇସିଂହା,୧୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାହାଜଛାପର ଗାଁରୁ ୨୦୨୫ ଅକ୍ଟୋବର ମାସରେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଲୋଇସିଂହା ପୋଲିସ ଆନ୍ଧ୍ରରୁ ଉଦ୍ଧାର କରିଛି। ଏହି ଚୋରି ଘଟଣାରେ ୫ ଜାଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନବିଶାଳପାଲିର ରୁଦ୍ର ପେରା, ଘଡ଼ାଧର ର ସୁନୀଲ ବାଙ୍କୀ, ପିତେଇପାଲି ର ଦୀପକ ଦୀପ, ଅକଶି ଦାଦର୍‌, ଜୟ ସାଗର ଓ ବରଗଡ ଜିଲା ଅତାବିରା ଥାନା ଗୋଲକନଗର (ଗୋଭଗା)ଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ଚୋରି ଟ୍ରାକ୍ଟର (ଓଡି ୦୩ଏବି ୯୬୪୦)କୁ ଉଦ୍ଧାର କରି ଟ୍ରାକ୍ଟର ମାଲିକଙ୍କୁ ହସ୍ତାନ୍ତର କରାଯାଇଛି। ସେତେବେଳେ ଲୋଇସିଂହା ଥାନା କେସ ନଂ ୩୦୩।୨୫ ରେ ଏକ ମାମଲା ରୁଜୁ କରି ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ,…

ଯୁଦ୍ଧକୁ ନେଇ ମୋଦି ଦେଲେ ବଡ଼ ବୟାନ, ସିଧା କଲେ ଟାର୍ଗେଟ…

ନୂଆଦିଲ୍‌ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରୁ ନିଜ ଭାଷଣରେ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯୁଦ୍ଧ ବିଷୟରେ କହିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ…

ଯୁଦ୍ଧ ପାଇଁ ବଢ଼ିବ ବିମାନ ଟିକେଟ୍‌ର ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୧ା୩: ଯଦି ବିମାନ ଯାତ୍ରା ପାଇଁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ ଟିକେଟ୍‌ ପାଇଁ ଟିକେ ଅଧିକ ଦେୟ ଦେବାକୁ ପଡ଼ିପାରେ। ବିମାନ କମ୍ପାନୀଗୁଡ଼ିକର ବର୍ଦ୍ଧିତ ମୂଲ୍ୟ…

ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ….

ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ  । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର…

‘ଛାତ୍ରୀମାନେ ଶାରୀରିକ-ମାନସିକ ସ୍ତରରେ ସୁଦୃଢ଼ ହେବାକୁ ପଡିବ’

ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ ଦିନ ବ୍ୟାପି ଚାଲିଥିବା ବାଳିକା ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଯାପିତ ହୋଇଯାଇଛି।…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ବିଧାୟକ କହିଲେ, ଏଥର ଲେଖାଯିବ ନୂଆ ଇତିହାସ

ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଛି। ଏନେଇ ଠାକୁରାଣୀ ମନ୍ଦିର ଏବଂ କୁଲାଡ ବ୍ୟାଘ୍ର ଦେବୀ…

ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….

ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର…

ବର୍ଷାରେ ଭିଜିଲା ସହର, ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଆସନ୍ତା ୧୬ ପର୍ଯ୍ୟନ୍ତ…

ଚେନ୍ନାଇ,୧୧ା୩: ବୁଧବାର ତାମିଲନାଡୁରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ମାର୍ଚ୍ଚ ୧୬ ପର୍ଯ୍ୟନ୍ତ ତାମିଲନାଡୁର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri