ଆଖି ବୁଜିଲେ ପେଟ ବାହାରେ ପାକସ୍ଥଳୀ ଥିବା ଶିଶୁ

ବରଗଡ଼ ଅଫିସ,୨୦।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପେଟ ବାହାରେ ପାକସ୍ଥଳୀ ରହିଥିବା ଅବସ୍ଥାରେ ଜନ୍ମ ନେଇଥିବା ନବଜାତ ଶିଶୁପୁତ୍ରଙ୍କ ଶନିବାର ସକାଳୁ କଟକ ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ମୃତ ଶିଶୁପୁତ୍ରକୁ ଧରି ଘରକୁ ଫେରୁଛନ୍ତି।

ପ୍ରକାଶ ଥାଉକି, ଶୁକ୍ରବାର ସକାଳ ପ୍ରାୟ ୭ଟାରେ ଶିଶୁପୁତ୍ରର ଜନ୍ମ ହୋଇଥିଲା। ଜନ୍ମପରେ ଶିଶୁକୁ ପ୍ରଥମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ଏବଂ ପରେ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ଶିଶୁପୁତ୍ରକୁ କଟକ ଶିଶୁଭବନକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଥିଲା। ତେବେ ଜନ୍ମର ୨୪ ଘଣ୍ଟା ପରେ ଶିଶୁପୁତ୍ରର ଜୀବନ ଚାଲି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପରେଶନ୍‌ ବେଳେ ଠାବ ହେଲା ମାଓବାଦୀ କ୍ୟାମ୍ପ: ବିଭିନ୍ନ ସାମଗ୍ରୀ ଜବତ 

ମାଲକାନଗିରି,୧୦।୭(ନୃସିଂହ ଚରଣ ମହାନ୍ତି): କାଲିମେଳା ଥାନା ଅନ୍ତର୍ଗତ  ବଡ଼ିଗେଟା ପଞ୍ଚାୟତର  ମାରିଗେତା ଗ୍ରାମ ନିକଟ ଗମ୍ପାକୋଣ୍ଡା  ରିଜର୍ଭ ଜଙ୍ଗଲରେ ୧୪୨ ବାଟାଲିୟନର ବିଏସ୍‌ଏଫ ସୁରକ୍ଷାକର୍ମୀ  ସୋମବାର...

ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍‌ ନୁହନ୍ତି

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ...

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ,...

ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ

ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍‌ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍‌ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ...

ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଆଗରେ ଲାଞ୍ଜିଆ ସୌରାଙ୍କ ଧାରଣା

ଗୁଣପୁର,୨୩ା୯(ଡି.ଏନ୍‌.ଏ.): ଆଦିମ ଜନଜାତି ଲାଞ୍ଜିଆ ସୌରା ବର୍ଗର ଲୋକଙ୍କ ଜୀବନ ଜୀବିକା, ସାମାଜିକ, ଆର୍ଥିକ, କୃଷି ଭିତ୍ତିକ ଉନ୍ନତି ସାଧନ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର...

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ...

ନୂଆଖାଇର ତିହାରି ହାଟ, ୫୦ ଲକ୍ଷରୁ ଊର୍ଦ୍ଧ୍ୱ କାରବାର

କର୍ଲାମୁଣ୍ଡା,୧୬ା୯(ପ୍ରଦୀପ କୁମାର ସାହୁ): ଆସନ୍ତା ବୁଧବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଧୂମ୍‌ଧାମରେ ପାଳିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇସାରିଥିବା ବେଳେ...

ସବ୍‌ଜେଲ୍‌ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।

Advertisement
Archives

Model This Week