Posted inଜାତୀୟ

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପୁଣି ପଥର ମାଡ଼

ଭୋପାଳ,୧୧ା୧: ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ଫିଙ୍ଗିବା ଘଟଣା ବନ୍ଦ ହେବାର ନାଁ ନେଉନାହିଁ। ଏକ ସଦ୍ୟତମ ମାମଲା ଆନ୍ଧ୍ରପ୍ରଦେଶରୁ ଆସିଛି। ଯେଉଁଠାରେ ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ଫିଙ୍ଗାଯାଇଛି। ଜାନୁୟାରୀ ୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନ୍ଦେ ଏକ୍ସପ୍ରେସକୁ ଉଦ୍‌ଘାଟନ କରିବେ। ମାତ୍ର ଏହାପୂର୍ବରୁ ବିଶାଖାପାଟନମ୍‌ରେ ଏକ ଟ୍ରେନ୍‌ରେ ପଥର ଫିଙ୍ଗାଯାଇଛି। ଫଳରେ ଟ୍ରେନ୍‌ର ଗ୍ଲାସ୍‌ ନଷ୍ଟ ହୋଇଯାଇଛି।

ଡିସେମ୍ବର ୩୦ରେ କୋଲକାତାରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦି ବନ୍ଦେ ଭାରତ ଏକ୍ସପ୍ରେସକୁ ଉଦ୍‌ଘାଟନୀ କରିଥିଲେ। ସେବେଠାରୁ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଘଟଣା କ୍ରମାଗତ ଭାବେ ସାମ୍ନାକୁ ଆସୁଛି।

ପ୍ରକାଶ ଥାଉକି, ପଥର ଫିଙ୍ଗିବା ଘଟଣା ସମ୍ପର୍କରେ ରେଲଓ୍ବେ ଆକ୍ଟର ଧାରା ୧୫୪ ଅନୁଯାୟୀ ଅଜ୍ଞାତ ଲୋକଙ୍କ ବିରୋଧରେ ମଧ୍ୟ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?