କୁଲାଡ଼ ଉପର ବ୍ୟାଘ୍ର ଦେବୀ ମନ୍ଦିରରୁ ଖସିଲା ପଥର, ଲୋକେ ଆତଙ୍କିତ, ପ୍ରଶାସନ…

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସହର ନିକଟସ୍ଥ କୁଲାଡ ଉପର ବ୍ୟାଘ୍ରଦେବୀ ମନ୍ଦିରରୁ ବୁଧବାର ସନ୍ଧ୍ୟାରେ ଏକ ବିରାଟ ପଥର ଖସି ପଡ଼ିଛି। ଯାହାକୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପଥରଟି ଖସି ତଳକୁ ଆସିବା ସମୟରେ ତଳେ ଥିବା ଶିବ ମନ୍ଦିରରେ ମାଡ ହୋଇ ମନ୍ଦିରର କ୍ଷତି ହୋଇଛି। ଜଦି ପଥରଟି ତଳେ ଥିବା ସାହି ଆଡ଼େ ଗଡି ଆସିଥାନ୍ତା ତେବେ ଧନଜୀନ କ୍ଷତି ହେବାର ଆଶଙ୍କା ଥିଲା। ପଥର ଖସିବା ପରେ ମନ୍ଦିରର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଛି। ତେଣୁ ପ୍ରଶାସନ ପକ୍ଷରୁ ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଲଗାଣ ବର୍ଷା ଯୋଗୁଁ ପଥରଟି ଖସି ପଡ଼ିଥିବା ଅନୁମାନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri