ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହିବେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ ସାମାଜିକ ଓ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱମାନେ ଯୋଗଦେବେ। ୪ ଘଣ୍ଟା ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ହଜାର ହଜାର ସଂଖ୍ୟାରେ ଫୁଲ ଲାଗିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri